ଆକର୍ଷଣୀୟ ଧନ୍‌ତେରସ୍‌ ଓ ଦୀପାବଳି ଅଫର

ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଆଲୋକର ପର୍ବ ଦୀପାବଳି ଏବଂ ଧନ୍‌ତେରସ୍‌ ଉପଲକ୍ଷେ ଆକର୍ଷଣୀୟ ଅଫର ଦିଆଯାଉଛି। ଏପରିକି ଏଠାରେ ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୬୨୫ ଟଙ୍କା ରଖାଯାଇଥିବାବେଳେ ହୀରା ମୂଲ୍ୟ ଉପରେ ଫ୍ଲାଟ୍‌ ୨୦,୦୦୦ ଟଙ୍କା ପ୍ରତି କ୍ୟାରେଟ୍‌ ପିଛା ରିହାତି ଦିଆଯାଉଛି। ଏହାବ୍ୟତୀତ ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ଗୁଡ଼ିକ ଉପରେ ଫ୍ଲାଟ୍‌ ୨୦% ଓ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୫୦% ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ ଉପରେ ଫ୍ଲାଟ୍‌ ୧୫% ରିହାତି ପ୍ରଦାନ କରାଯାଉଛି। ଏହାସହ ଧନ୍‌ତେର୍‌ସକୁ ଦୃଷ୍ଟିରେ ରଖି ୨୫,୦୦୦ ଟଙ୍କା କିମ୍ବା ତଦୂର୍ଦ୍ଧ୍ୱ ମୂଲ୍ୟର କିଣାକିଣି ଉପରେ ନିଶ୍ଚିତ ଉପହାର ଲାଲ୍‌ଚାନ୍ଦ ପକ୍ଷରୁ ପ୍ରଦାନ କରାଯାଉଛି। ଲାଲ୍‌ଚାନ୍ଦର ପ୍ରତ୍ୟେକ ଶୋ’ରୁମ୍‌ରେ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ୍‌ ଉପରେ ୧୦୦% ସୁନା ମୂଲ୍ୟ ମିଳୁଥିବା ନେଇ ବିସ୍ତୃତ ସୂଚନା ଦିଆଯାଇଛି। ଲାଲ୍‌ଚାନ୍ଦ ଜୁଏଲର୍ସରେ ବିଶ୍ୱର ସର୍ବବୃହତ୍‌ ଅଳଙ୍କାର ମହୋତ୍ସବ ‘ଆଇଜେଏସ୍‌ଏଫ୍‌-୨୦୨୩’ ଚାଲିଥିବା ବେଳେ ଚଳିତ ଦୀପାବଳି ଓ ଧନ୍‌ତେରସ୍‌ରେ ଗ୍ରାହକଙ୍କର ଭାଗ୍ୟ ଚମକାଇବା ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। ୨୫ ହଜାର ଟଙ୍କାର ଗହଣା କ୍ରୟ ଉପରେ ନିଶ୍ଚିତ କୁପନ ଏବଂ ସୀମିତ ସଂସ୍କରଣର ରୁପା ମୁଦ୍ରା ମିଳୁଛି। ଏହି ଅବିଶ୍ୱସନୀୟ ପୁରସ୍କାର ପର୍ଯ୍ୟାୟକ୍ରମେ ଡ୍ର’ରେ ୫୦୦୦ କୁପନର ପ୍ରତି ସେଟ୍‌ରେ ୨୫ ଗ୍ରାମ୍‌ ସୁନାମୁଦ୍ରା ଜିତିପାରିବେ। ଏଥିସହ ୧ କିଲୋଗ୍ରାମ ସୁନାର ୫ଟି ପୁରସ୍କାର, ୧୦ ଲକ୍ଷ ଟଙ୍କା ବିଶିଷ୍ଟ ୫ଟି ଜୁଡାଉ ଜୁଏଲେରି, ୧୦ଲକ୍ଷ ଟଙ୍କା ବିଶିଷ୍ଟ ୫ଟି ଟେମ୍ପଲ୍‌ ଜୁଏଲେରି, ୫ ଲକ୍ଷ ଟଙ୍କା ବିଶିଷ୍ଟ ୧୦ଟି ହୀରା ଓ ମୂଲ୍ୟବାନ୍‌ ପଥର ଖଚିତ ଜୁଏଲେରି, ୨.୫ ଲକ୍ଷ ଟଙ୍କା ବିଶିଷ୍ଟ ୧୦ଟି ସୁନାଗହଣା ଏବଂ ଡିଭାଇନ୍‌ ସଲିଟେଆରରୁ ୧୦୦ଟି ହୀରା ଖଚିତ ସ୍ବର୍ଣ୍ଣ ମୁଦ୍ରା ଜିତିବାର ଅପୂର୍ବ ସୁଯୋଗ ରହିଛି। ଏହା ସହ ଲାଲ୍‌ଚାନ୍ଦ୍‌ରେ ସମସ୍ତ ଆକାର ଏବଂ ଓଜନର ୯୯୯ଶୁଦ୍ଧତା ବିଶିଷ୍ଟ ସ୍ବର୍ଣ୍ଣ ମୁଦ୍ରା ଉପଲବ୍ଧ। ଏହି କ୍ରମରେ ସର୍ବନିମ୍ନ ୪୦,୦୦୦ ଟଙ୍କାର ନେଣଦେଣ ଉପରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ କ୍ରେଡିଟ୍‌-ଡେବିଟ୍‌ କାର୍ଡ ବ୍ୟବହାରକାରୀଙ୍କୁ ତୁରନ୍ତ ୫% ଏବଂ ସର୍ବାଧିକ ୩,୦୦୦ ଟଙ୍କାର ଛାଡ଼ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?