ଗ୍ରାହକଙ୍କୁ ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର

କଟକ,୪।୪: ଦେଶର ପ୍ରମୁଖ ଖାଇବା ତେଲ ବ୍ରାଣ୍ଡ୍‌ ଫ୍ରିଡମର ଓଡ଼ିଶା ୟୁନିଟ ପକ୍ଷରୁ ଚଳିତବର୍ଷର ବୈଶାଖୀ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଫ୍ରିଡମ୍‌ ମଣ୍ଡପ କରାଯାଇଛି। ଏପରିକି ପ୍ରତିଦିନ ସନ୍ଧ୍ୟାରେ ଶହ ଶହ ଲୋକଙ୍କର ବିଶାଳ ଜନସମାଗମ ହେଉଛି। ଏହି ପରିପ୍ରେକ୍ଷୀରେ ମେଳାର ଗ୍ରାହକଙ୍କୁ ଆକୃଷ୍ଟ କରାଇବା ସହ ବ୍ରାଣ୍ଡ୍‌ର ସମସ୍ତ ବର୍ଗର ତେଲ ଉପକରଣ ଉପରେ ବଜାର ଦର ଠାରୁ ସୁଲଭ ମୂଲ୍ୟରେ ବିଭିନ୍ନ ବର୍ଗର ତେଲ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ପ୍ରତି ୫ ଲିଟର ତେଲ ଜାର କ୍ରୟ ଉପରେ ଏକ ପ୍ଲାଷ୍ଟିକ ବାଲଟି ଗ୍ରାହକଙ୍କୁ ମାଗଣାରେ ଦିଆଯାଉଛି।
ଏ ସମ୍ପର୍କରେ ଫ୍ରିଡମର ଓଡ଼ିଶା ହେଡ୍‌ ଅମୀୟ କୁମାର ଧଳ କହିଛନ୍ତି, ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୈଶାଖୀ ବାଣିଜ୍ୟ ମେଳାରେ ଆମେ ୨ଟି ଆକର୍ଷଣୀୟ ଷ୍ଟଲ ନମ୍ବର ୩୩ ଓ ୩୪ରେ ଖୋଲିଛୁ। ବିଶେଷକରି ମେଳାରେ ଫ୍ରିଡମ୍‌ ଖାଆନ୍ତୁ ଫ୍ରିଡମରେ ରୁହନ୍ତୁ ଏକ ଅଭିନବ ଘୋଷଣା ଗ୍ରାହକଙ୍କୁ ଷ୍ଟଲ ପ୍ରତି ଆକୃଷ୍ଟ କରିଛି ବୋଲି ଅମୀୟ ମତପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଅନ୍ୟତମ ସଦସ୍ୟ ପ୍ରମୋଦ କୁମାର ଖିଲାର, ଜୀବନେଶ୍ୱର୍‌ ବେହେରା, ପ୍ରଭାତ ରଞ୍ଜନ ଦାସ ପ୍ରମୁଖ ଷ୍ଟଲରେ ରହି ବ୍ୟବସାୟ କାର୍ଯ୍ୟକୁ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri