ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ ଆକର୍ଷଣୀୟ ପ୍ରଡକ୍ଟ ଲଞ୍ଚ ସହିତ ଏହି ପାର୍ବଣ ଋତୁକୁ ଗ୍ରାହକ ଉତ୍ସାହର ସହିତ ପାଳନ କରୁଥିଲାବେଳେ ସାମ୍‌ସଙ୍ଗ୍‌, ରେଡମି, ୱାନ୍‌ପ୍ଲସ୍‌, ଆଇକ୍ୟୁଓଓ, ସୋନି ପ୍ଲେ ଷ୍ଟେଶନ, ଫେରେରୋ ରୋଚର, ଫିଲିପ୍ସ, ଆପଲ, ଡେଲ୍‌, ଆଇଏଫ୍‌ବି ଆପ୍ଲାଏନ୍ସ, ଟମି ହିଲ୍‌ଫିଗର, ୟୁଏସ୍‌ ପୋଲୋ ଏଏସ୍‌ଏସ୍‌ଏନ, ବଜାଜ ଆପ୍ଲାଏନ୍ସ, ବୋଟ୍‌ ଆଦି ପ୍ରିମିୟମ ବ୍ରାଣ୍ଡ ଉପରେ ଆକର୍ଷଣୀୟ ଅଫରର ଲାଭ ଉଠାଇପାରିବେ। ସେହିଭଳି ଗ୍ରାହକମାନେ ଆଇସିଆଇସିଆଇ ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ, ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ, ବିଓବି କାର୍ଡ ଏବଂ ଏଚ୍‌ଏସ୍‌ବିସି କାର୍ଡ ଉପରେ ୧୦% ତୁରନ୍ତ ରିହାତି ପାଇପାରିବେ ଏବଂ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିବା ପାଇଁ ସେମାନଙ୍କର ୧ମ, ୫ମ, ୧୦ମ ଏବଂ ୧୫ତମ ୟୁପିଆଇ କାରବାର ଉପରେ ଆମାଜନ୍‌ ପେର ବମ୍ପର ରିୱାର୍ଡକୁ ଅନ୍‌ଲକ୍‌ କରିପାରିବେ। ଏପରିକି ବିଲ୍‌ ଦେୟ, ଟିକେଟ୍‌ ବୁକିଂ, ସ୍କାନ୍‌ ଆଣ୍ଡ ପେ ଏବଂ ଆହୁରି ଅନେକ କିଛି ସୁବିଧା ସହିତ ବିଭିନ୍ନ ବ୍ୟବହାର କ୍ଷେତ୍ରରେ ଏହା ଲାଗୁହୋଇଥାଏ। ଉଲ୍ଲେଖଯୋଗ୍ୟ, ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ୨୦୨୪ ଅକ୍ଟୋବର ୨୯ ରେ ଶେଷ ହେବ। ସେହିପରି ଅତୁଳନୀୟ ମୂଲ୍ୟରେ ବର୍ତ୍ତମାନ ବ୍ଲକ୍‌ବଷ୍ଟର ଡିଲ୍‌ ଷ୍ଟୋର,ଧନ୍‌ତେରସ୍‌ ଷ୍ଟୋର, ଗିଫ୍ଟିଂ ଷ୍ଟୋର, ବେଷ୍ଟ ସେଲର୍ସ ଷ୍ଟୋର,ପ୍ରାଇସ୍‌ କ୍ରାସ୍‌ ଷ୍ଟୋର ଲାଇଭ୍‌ ଥିଲାବେଳେ ବିଭିନ୍ନ ବର୍ଗର ପ୍ରିମିୟମ ବ୍ରାଣ୍ଡ ଉପରେ ଆକର୍ଷଣୀୟ ଅଫର ଓ ସ୍ବତନ୍ତ୍ର ରିହାତି ଏବଂ ଅନେକ କିଛି ସୁବିଧା ଉପରୋକ୍ତ ଷ୍ଟୋରଗୁଡିକ ଜରିଆରେ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri