ଗୁପ୍ତା ଡିଷ୍ଟ୍ରିବ୍ୟୁଟର ଲକି ଡ୍ର ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର

ଭୁବନେଶ୍ୱର,୨୬।୯ : ରାଜ୍ୟର ପ୍ରମୁଖ ଘରୋଇ ବ୍ୟବସାୟିକ ପ୍ରତିଷ୍ଠାନ ତଥା ଗୁପ୍ତା ଡିଷ୍ଟ୍ରିବ୍ୟୁଟରର ବହୁ ପ୍ରତୀକ୍ଷିତ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଭୁବନେଶ୍ୱରର ସତ୍ୟନଗର ଫୋରମ୍‌ ମାର୍ଟ ନିକଟସ୍ଥ ଆର୍‌.ଆର.କନ୍‌ଭେନଶନ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର ପରିଚାଳନା ନିର୍ଦ୍ଦେଶକ ରାଜେଶ କୁମାର ଗୁପ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲକି ଡ୍ର ଉଠାଣ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ। ବିଶେଷକରି ଲକି ଡ୍ର ଉଠାଣ ଜରିଆରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟରର ୩୦ ଭାଗ୍ୟଶାଳୀ ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ଗୁପ୍ତା ଡିଷ୍ଟ୍ରିବ୍ୟୁଟର ପକ୍ଷରୁ ଗ୍ରାହକମାନଙ୍କୁ ଦିଆଯାଇଥିବା କୁପନ୍‌ ନମ୍ବରରେ ରହିଥିବା ନାମ ଓ ନମ୍ବର ସମ୍ପର୍କରେ ବିସ୍ତୃତ ଭାବେ ଘୋଷଣା କରାଯାଇଥିଲା। ସେହିଭଳି ଲକି ଡ୍ର ଉଠାଣର ବିଜେତାଙ୍କୁ ୱାଗ୍‌ନ ଆର୍‌ କାର ଦିଆଯାଇଥିବାବେଳେ ଅନ୍ୟ ବିଜେତାମାନଙ୍କୁ ଇଲେକ୍ଟ୍ରିକ୍‌ ସ୍କୁଟର,ଏଲ୍‌ଇଡି ଟିଭି, ଏୟାର କଣ୍ଡିଶନର, ୱାଶିଂ ମେଶିନ, ଟ୍ରାଭେଲ୍‌ ବ୍ୟାଗ୍‌ ଆଦି ପୁରସ୍କାର ସ୍ବରୂପ ଲକି ଡ୍ର ଜରିଆରେ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଓଡ଼ିଶାର ସମସ୍ତ ଗୁପ୍ତା ଡିଷ୍ଟ୍ରିବ୍ୟୁଟର ଶାଖାରୁ କୁପନ୍‌ ନେଇଥିବା ଗ୍ରାହକମାନେ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ବର୍ତ୍ତମାନ ଓଡ଼ିଶାରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର ୨୮ଟି ଷ୍ଟୋର ରହିଛି। ଏପରିକି ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଗ୍ରାହକମାନଙ୍କ ଲାଗି ଆହୁରି ଆକର୍ଷଣୀୟ ଅଫରର ଯୋଜନା କରାଯାଉଛି ବୋଲି ଗୁପ୍ତା ଡିଷ୍ଟ୍ରିବ୍ୟୁଟର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri