Posted inଜାତୀୟ

ମୋଦିଙ୍କୁ ଉପହାର ମିଳିଥିବା ର‌୍ୟାକେଟ ୫୧ ଲକ୍ଷ ଟଙ୍କାରେ ହେଲା ନିଲାମ

ନୂଆଦିଲ୍ଲୀ,୧୩ ।୧୦: ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ବିଭିନ୍ନ ଉପହାରର ଚତୁର୍ଥ ବର୍ଷର ନିଲାମ ବୁଧବାର ଶେଷ ହୋଇଛି । ନିଲାମ ୱେବସାଇଟର ସୂଚନା ଅନୁଯାୟୀ, ଥମସ କପ ବିଜେତା କେ. ଶ୍ରୀକାନ୍ତଙ୍କ ସାଇନ୍ ଥିବା ବ୍ୟାଡମିଣ୍ଟନ ର‌୍ୟାକେଟର ଦାମ ସବୁଠାରୁ ଅଧିକ ଟଙ୍କାରେ ନିଲାମ ହୋଇଛି । ଏହା ୫୧ ଲକ୍ଷ ଟଙ୍କାରେ ନିଲାମ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଥିବା ଉପହାର ଗୁଡିକର ନିଲାମି ୨ ଅକ୍ଟୋବରରୁ ଆରମ୍ଭ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri