ଆଇପିଏଲ୍‌ ମେଗା ନିଲାମ ବେଳେ ଅଘଟଣ: ହଠାତ ଚେତା ହରାଇଲେ ନିଲାମଧାରୀ

ବେଙ୍ଗାଲୁରୁ,୧୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ମେଗା ନିଲାମ ଶନିବାର ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ଅକ୍ସନ ବେଳେ ୬୩ ବର୍ଷୀୟ ବ୍ରିଟିଶ ନିଲାମଧାରୀ ହଗ୍‌ ଏଡ୍‌ମିଡସ୍‌ ହଠାତ ଅଚେତ ହୋଇପଡ଼ିଥିବା ଦେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଶ୍ରୀଲଙ୍କାର ଅଲରାଉଣ୍ଡର ଓ୍ବାନିଣ୍ଡୁ ହାସରାଙ୍ଗାଙ୍କୁ ନେଇ ଚାଲିଥିବା ନିଲାମ ଡକା ସମୟରେ ସେ ହଠାତ୍‌ ତଳେ ପଡ଼ିଯାଇଥିଲେ। ଏହାକୁ ନେଇ ଅକ୍ସନକୁ ବନ୍ଦ ରଖାଯାଇଛି। ପ୍ରଥମେ ଦ୍ୱିପ୍ରହର ଭୋଜନ ଲାଗି ଅପରାହ୍ନ ୩ଟା ସମୟ ଦିଆଯାଇଥିବା ବେଳେ ଏବେ ପରିସ୍ଥିତିକୁ ଦେଖି ଆଗୁଆ ବିରତି ନିଆଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ତାଙ୍କର ସ୍ବାସ୍ଥ୍ୟାବସ୍ଥା ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପାଇଁ ‘କର ବା ମର’ ମ୍ୟାଚ୍‌; ଧୋନୀଙ୍କ ଚେନ୍ନାଇ ବିଜୟ ଲୟ…

ଆବୁଧାବି,୨।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ରାଜସ୍ଥାନ ରୟାଲ୍ସକୁ ଭେଟିବ। ପ୍ଲେ-ଅଫ୍‌ରେ ସ୍ଥାନିତ ଚେନ୍ନାଇ ନିଜର ଫର୍ମ ବଜାୟ...

ସଞ୍ଜୁ ସାମସନଙ୍କୁ ଚିୟର କଲେ ଥିରୁଭାନନ୍ତପୁରମ ଦର୍ଶକ

ଥିରୁଭାନନ୍ତପୁରମ,୯।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଇକେଟକିପର ସଞ୍ଜୁ ସାମସନଙ୍କୁ ଖେଳିବାକୁ ସୁଯୋଗ ମିଳି ନ ଥିଲା। ମାତ୍ର...

ଆଜି ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲଣ୍ଡନ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ...

ଏମ୍‌ଆଇ ନ୍ୟୁୟର୍କ ଚାମ୍ପିୟନ

ନୂଆଦିଲ୍ଳୀ, ୧ା୮:ମେଜର ଲିଗ୍‌ କ୍ରିକେଟ୍‌ର ପ୍ରଥମ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଏମ୍‌ଆଇ ନ୍ୟୁୟର୍କ। ସୋମବାର ଅନୁଷ୍ଠିତ ଫାଇନାଲରେ ସିଅଟେଲ ଓକ୍ରାସକୁ ଦଳ ୬...

ପୁଣି ଚମକିଲେ ଦୀପକ; ୟୁପିକୁ ହରାଇଲା ରାଜସ୍ଥାନ

ଥିରୁଭାନନ୍ତପୂରମ,୧୪।୧୧(ପି.ଟି.)- ଚମତ୍କାର ଫର୍ମରେ ଥିବା ମିଡିଅମ ପେସର ଦୀପକ ଚହରଙ୍କ ଯୋଗୁ ରାଜସ୍ଥାନ ଗୁରୁବାର ଅନୁଷ୍ଠିତ ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ...

ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୪ରୁ

ନୂଆଦିଲ୍ଲୀ, ୧୦ା୧ (ପି.ଟି.)- ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୦୧୯-୨୦ର ଫାଇନାଲ ରାଉଣ୍ଡ ଆସନ୍ତା ୨୪ତାରିଖରୁ ବେଙ୍ଗାଲୁରୁଠାରେ ଖେଳାଯିବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ...

ସିଏସ୍‌କେକୁ ଜବରଦସ୍ତ ଫିନିଶିଂ ଦେଲେ ରୁତୁରାଜ

ଦୁବାଇ,୧୯।୯: ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପ୍ରତିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଆଗରେ ୧୫୭ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ ଛିଡ଼ା...

ପ୍ରତି ମ୍ୟାଚ ପୂର୍ବରୁ ପାପାଙ୍କ ସହିତ କଥା ହେଉଛି, ଆଇପିଏଲରେ ପ୍ରଥମ ଓ୍ବିକେଟ ନେବା ପରେ କହିଲେ ଅଜୁର୍ନ ତେନ୍ଦୁଲକର…

କୋଲକାତା,୧୯।୪ : ଆଇପିଏଲ ୨୦୨୩ ରେ ତାଙ୍କ ଦଳ ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଜିତାଇବା ପରେ ଅର୍ଜୁନ ତେନ୍ଦୁଲକର ତାଙ୍କ ପିତାଙ୍କ ସହ...

Advertisement
Archives

Model This Week