Posted inଜାତୀୟ

ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଅଡିଟ୍‌ ..

ନୂଆଦିଲ୍ଲୀ,୧୬।୧୧: ଦେଶରେ ଅଡିଟ୍‌ ଏବେ ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସିଏଜି ମୁଖ୍ୟାଳୟ ପରିସରରେ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ମାଧ୍ୟମରେ ଦେଶର ବିକାଶ ଧାରା ଜାରି ରହିଛି।
ସିଏଜି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ସମ୍ପ୍ରତି ଅଡିଟ ଭାଲ୍ୟୁ ଆଡ଼ିଶନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବେ ପରିଗଣିତ ହେଉଛି।
ଏକ ଅନୁଷ୍ଠାନ ଭାବରେ ସିଏଜି କେବଳ ଦେଶର ଆକାଉଣ୍ଟକୁ ଯାଞ୍ଚ କରେ ନାହିଁ ବରଂ ଉତ୍ପାଦନରେ ଦକ୍ଷତା ବୃଦ୍ଧି ସହିତ ଭାଲ୍ୟୁ ଆଡ଼ିଶନ ପ୍ରତି ନଜର ରଖିଥାଏ। ତେଣୁ, ଅଡିଟ ଦିବସ ଦେଶର ଆର୍ଥିକ ସଂସ୍କାରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏକ ସମୟ ଥିଲା ଯେତେବେଳେ ଦେଶରେ ଅଡିଟ ପ୍ରତି ଏକ ଭୟ ଏବଂ ଆଶଙ୍କା ସୃଷ୍ଟି ହେଉଥିଲା। ଏବେ ’ସିଏଜି ବନାମ ସରକାର’, ଦେଶର ଅର୍ଥନୀତିର ଏକ ସାଧାରଣ ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମ ରପ୍ତାନୀ ବନ୍ଦ, ଦୋଷୀ କିଏ ? ସରକାର ନା ବ୍ୟବସାୟୀ…

ନୂଆଦିଲ୍ଲୀ, ୧୪।୫ : ଶନିବାର ସକାଳେ ଭାରତ ସରକାର ଅନ୍ୟ କୌଣସି ଦୋକୁ ଗହମ ରପ୍ତାନୀ କରିବେନି ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ...

୨ ହଜାର ବର୍ଷ ତଳେ ହରପ୍ପାନ୍‌ ସଭ୍ୟତାରେ ତିଆରି ହେଉଥିଲା ପିଜା

ଇନ୍ଦୋର,୨୯।୫: ପରିବର୍ତ୍ତିତ ଜୀବନ ଶୈଳୀରେ କେତେକ ପିଜା ଖାଇବାକୁ ପସନ୍ଦ କରିଥାନ୍ତି। ଏହାର ପ୍ରସ୍ତୁତି ଶୈଳୀର ପେଟେଣ୍ଟ ଅନ୍ୟ ରାଷ୍ଟ୍ର ନାମରେ ରହିଛି। ତେବେ ୨...

ପରୀକ୍ଷା ପାଇଁ ସ୍କୁଟିରେ ୧୨୦୦ କିମି ଯାଇଥିବା ଦମ୍ପତ୍ତିଙ୍କୁ ମିଳିଲା ବିମାନ ଟିକେଟ୍‌

ଇନ୍ଦୋର, ୭।୯: ନିକଟରେ ଝାଡ଼ଖଣ୍ଡର ଜଣେ ବ୍ୟକ୍ତି ନିଜ ଗର୍ଭବତୀ ସ୍ତ୍ରୀର ପରୀକ୍ଷା ପାଇଁ ସ୍କୁଟିରେ ୧୨୦୦ କିମି ଯାତ୍ରା କରି ସାରା ଦେଶରେ ଖବରର...

ଆଇଏଏସ୍‌ ଅଫିସର ପୂଜା ସିଂଘଲ ଗିରଫ

ରାଞ୍ଚି,୧୧।୫: ଝାଡଖଣ୍ଡର ଖଣି ସଚିବ ପୂଜା ସିଂଘଲଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ଦୀର୍ଘ ଦିନର ପଚରାଉଚରା ପରେ ଇଡି ଶେଷରେ ତାଙ୍କୁ ଗିରଫ...

‘ପଟାଖା ନହିଁ ଦିଆ ଜଲାଓ’ ଅଭିଯାନ ଆରମ୍ଭ କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୫।୧୦: ଚଳିତବର୍ଷ ଦୀପାବଳିକୁ ନେଇ ମଧ୍ୟ କିଛି କଟକଣା ସହ ଏକ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରଓ୍ବାଲ। ଅକ୍ଟୋବର ୨୭...

ଆଞ୍ଚଳିକ ବୈଷମ୍ୟ କମୁଛି

ନୂଆଦିଲ୍ଲୀ,୧୫।୮: ୭୬ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧିତ କରି ଭାରତରେ ଆଞ୍ଚଳିକ ବୈଷମ୍ୟ ହ୍ରାସ ପାଉଥିବା...

୧୭ ବର୍ଷରେ ଅସ୍ତ୍ରବିରତି: ପ୍ରତିଦିନ ୨ ଥର ଉଲ୍ଲଂଘନ କରୁଛି ପାକିସ୍ତାନ

ଶ୍ରୀନଗର,୨୫।୧୧: ଭାରତ ପାକିସ୍ତାନ ମଧ୍ୟରେ ୨୦୦୩ ନଭେମ୍ବର ୨୬ ମଧ୍ୟରାତ୍ରଠାରୁ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା। ଇତିମଧ୍ୟରେ ଅସ୍ତ୍ରବିରତିକୁ ୧୭ ବର୍ଷ ବିତିଛି। ତେବେ ଏହି ସମୟରେ...

ସ୍ପୁଲ୍‌ ଯାଇ ନ ପାରିବାରୁ ୯ମ ଶ୍ରେଣୀ ଛାତ୍ର ନେଲେ ଏମିତି ପଦକ୍ଷେପ

ଭୋପାଳ,୨୩।୧୧: ମଧ୍ୟପ୍ରଦେଶର ବୈତୁଲରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଯାଇ ନ ପାରିବା କାରଣରୁ ଜଣେ ୯ମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ପୋଲିସ...

Advertisement
Archives

Model This Week