Posted inଜାତୀୟ

ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ୟୁଜିସି-ନେଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୯ା୬ (ପି.ଟି.): ଭାରତୀୟ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକରେ ‘ଆସିଷ୍ଟାଣ୍ଟ ପ୍ରଫେସର’ ଏବଂ ‘ଜୁନିୟର ରିସର୍ଚ୍ଚ ଫେଲୋଶିଫ୍‌ ଓ ଆସିଷ୍ଟାଣ୍ଟ ପ୍ରଫେସର’ ପଦରେ ନିଯୁକ୍ତି ପାଇଁ ୟୁଜିସି-ନେଟ୍‌ ପରୀକ୍ଷା ଜୁନ୍‌ ୧୮ରେ ଅନୁଷ୍ଠିତ ହୋଇଥିଲା। ଦେଶର ୩୧୭ ସହରରେ ୧୧.୨୧ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଓଏମ୍‌ଆର୍‌ (ପେନ୍‌ ଆଣ୍ଡ ପେପର୍‌)ରେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ଏହାର ଦିନକ ପରେ ପରୀକ୍ଷା ଆୟୋଜକ ଏନ୍‌ଟିଏ ଏହାକୁ ରଦ୍ଦ କରିଦେଇଥିଲା। ପରୀକ୍ଷାରେ ସାଲିସ କରାଯାଇଥିବାରୁ ଏହାକୁ ରଦ୍ଦ କରାଯାଇଥିବା ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସଫେଇ ଦେଇଥିଲେ। ୟୁଜିସି-ନେଟ୍‌ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ କରାଯିବ। ସେହିପରି ଜଏଣ୍ଟ ସିଏସ୍‌ଆଇଆର୍‌-ଇଜିସି ନେଟ୍‌ ପରୀକ୍ଷା ଜୁଲାଇ ୨୫ରୁ ୨୭ ମଧ୍ୟର ହେବ। ଜୁଲାଇ ୧୦ରେ ଏନ୍‌ସିଇଟି ପରୀକ୍ଷା କରାଯିବ ବୋଲି ଶୁକ୍ରବାର ବିଳମ୍ବିତ ରାତିରେ ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri