Posted inଜାତୀୟ

୧୦୦ ବର୍ଷ ମଧ୍ୟରେ ଅଗଷ୍ଟରେ ସର୍ବନିମ୍ନ ବୃଷ୍ଟିପାତ ହୋଇଥିବା ଅନୁମାନ

ନୂଆଦିଲ୍ଲୀ,୧୯।୮: ଗତ ୧୦୦ ବର୍ଷ ମଧ୍ୟରେ ସର୍ବନିମ୍ନ ବୃଷ୍ଟିପାତ ଅଗଷ୍ଟ ୨୦୨୩ରେ ଦେଖିବାକୁ ମିଳିପାରେ। ଏଲ ନିନୋର ପ୍ରଭାବ ଯୋଗୁ ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷାରେ ବହୁତ ଅଭାବ ଦେଖାଦେଇଛି। ରଏଟର୍ସ ଏହାର ରିପୋର୍ଟରେ ଦୁଇ ପାଣିପାଗ ବିଭାଗର ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ, ୧୯୦୧ ପରେ ଅଗଷ୍ଟ ୨୦୨୩ରେ ପୂରା ଦେଶରେ ସର୍ବନିମ୍ନ ବର୍ଷା ହୋଇଥିବା ଅନୁମାନ କରାଯାଉଛି।

ବର୍ଷା ଅଭାବରୁ ଖାଦ୍ୟ ମୁଦ୍ରାସ୍ଫୀତିରେ ବ୍ୟତିକ୍ରମ ଦେଖିବାକୁ ମିଳପାରେ। କାରଣ ବର୍ଷାର ଅଭାବ ଖରିଫ ଫସଲ ଉତ୍ପାଦନ ଉପରେ ପ୍ରଭାବ ପକାଇପାରେ। ଏହି ଖରିଫ ଋତୁରେ ଚାଉଳ ଠାରୁ ସୋୟାବିନ ପର୍ଯ୍ୟନ୍ତ ଉତ୍ପାଦନରେ ହ୍ରାସ ହୋଇପାରେ। କମ ବର୍ଷା ଆଗାମୀ ରବି ଋତୁରେ ଉତ୍ପାଦିତ ଫସଲର ଉତ୍ପାଦନକୁ ପ୍ରଭାବିତ କରିପାରେ, ଯେଉଁଥିରେ ଗହମ ଏବଂ ସୋରିଷ ସାମିଲ। ଗହମ ଚାଷ ପାଇଁ କ୍ଷେତରେ ଆର୍ଦ୍ରତା ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?