ଜିଲା କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ

କେନ୍ଦୁଝର,୯ା୮(ସ୍ବ.ପ୍ର.): ଦେଶର ମହାପୁରୁଷଙ୍କ ତ୍ୟାଗ ଓ ବଳିଦାନ ପାଇଁ ରବିବାର ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ‘ଅଗଷ୍ଟ କ୍ରାନ୍ତି ଦିବସ’ ପାଳିତ ହୋଇଯାଇଛି। ମହାପୁରୁଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ସେହିପରି ଯୁବ କଂଗ୍ରେସ ପକ୍ଷରୁ ‘ଯୁବ କଂଗ୍ରେସ ପ୍ରତିଷ୍ଠା ଦିବସ’ ମଧ୍ୟ ପାଳନ କରାଯାଇଥିଲା। ଏଥିରେ ଜିଲା ସଭାପତି ମୋହନ ପରିଡ଼ା, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ଟାଉନ କଂଗ୍ରେସ ସଭାପତି ବସନ୍ତ କୁମାର ଦାସ, ଜିଲା ଛାତ୍ର କଂଗ୍ରେସ ସଭାପତି ସୁନେଶ ଧୀର, ଜିଲା ଯୁବ କଂଗ୍ରେସ ଉପସଭାପତି ଐତିହ୍ୟ ଦିବ୍ୟ ସିଂ, ଜିଲା ସୋସିଆଲ ମିଡିଆ ସଭାପତି ସୁଢଳ କୁମାର ସେଠୀ, ଜିଲା ଛାତ୍ର କଂଗ୍ରେସ ସଂଯୋଜକ ଶୁଭମ ରାଜ, କଂଗ୍ରେସ ନେତା ବିଜୟ କୁମାର ରଣା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ...

ମୃତଦେହ ଛାଡ଼ିବା ପାଇଁ ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର,୨ା୯ (ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ରୋଗୀସେବା ପାଇଁ ବିଭିନ୍ନ ସମୟରେ ଲାଞ୍ଚ ମଗାଯାଉଥିବା ଅଭିଯୋଗ ଆସୁଛି। ଏବେ ମୃତଦେହ ଛାଡ଼ିବା ପାଇଁ ମଧ୍ୟ...

ହାତୀ ଆକ୍ରମଣରେ ଗୁରୁତର ଯୁବକଙ୍କ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ସଜନାଗଡ, ୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡ଼ିହା ପାଦଦେଶ ଗରଡ଼ିହି ପଞ୍ଚାୟତ ଅଧୀନ ଟିକାକଟା ଚାଇନ୍ଦର ଗ୍ରାମ ୧୨ନମ୍ବର ୱାର୍ଡ଼ର ୱାର୍ଡ଼ମେମ୍ବର ସୁଦାମ ସିଂ (୩୫)...

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ...

ସଂକ୍ରମିତ ରୋଗ ନେଲା ହାତୀର ଜୀବନ

ନାକଟିଦେଉଳ,୨୮ା୧୦(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ଖଳାଶୁଣୀ ଅଭୟାରଣ୍ୟର କିସିଣ୍ଡା ରେଞ୍ଜ ଅଧୀନ କୁଲାଡ଼େରା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଗୁରୁବାର ନାକଟିଦେଉଳ...

ଝାମ୍ପିନେଲେ ୩ ଭରି ସୁନା ଚେନ୍‌

ଛତ୍ରପୁର,୧୩।୫ (ଡି.ଏନ୍‌.ଏ. ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଦେବୀ ନଗର ଦ୍ୱିତୀୟ ଲେନ୍‌ ନିକଟରେ ଜଣେ ମହିଳାଙ୍କ ବେକରୁ ଦୁର୍ବୁତ୍ତ ଗୁରୁବାର ସନ୍ଧ୍ୟାରେ ସୁନା...

ନାବାଳିକାଙ୍କୁ ଅପହରଣ, ମୁଣ୍ଡ ଜାମିନ ରଖି ଲକ୍ଷେ ଟଙ୍କା ଦାବି

ପଟ୍ଟାମୁଣ୍ଡାଇ, ୩୧ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ୯ମ ଶ୍ରେଣୀରେ ପଢୁଥିବା ୧୪ବର୍ଷର ଛାତ୍ରୀଙ୍କୁ କେହି ଜଣେ ଅପହରଣ କରି ନେଇଛନ୍ତି। ଏଥିସହ ମୁଣ୍ଡ...

ଅଧା ଅଧୁରା, ନିମ୍ନମାନର କାମକୁ ନେଇ ଅସନ୍ତୋଷ

ଉମରକୋଟ,୯।୪(ସ୍ବ.ପ୍ର.): ସରକାର ଲୋକଙ୍କ ମୌଳିକ ଅଧିକାର ପୂରଣ ପାଇଁ ଅହରହ ଚେଷ୍ଟା କରୁଛନ୍ତି। କିନ୍ତୁ ନବରଙ୍ଗପୁର ଜିଲା ଉମରକୋଟଠାରେ ପୂର୍ତ୍ତ ବିଭାଗ କାମ ଅଧାପନ୍ତରିଆ ହୋଇପଡ଼ିଛି।...

Advertisement
Archives

Model This Week