Posted inଜାତୀୟ

ଆକ୍ସନ ମୁଡରେ ଯୋଗୀ ସରକାର: ଅରୈଆ ଜିଲାପାଳ ନିଲମ୍ବିତ

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ଆକ୍ସନ ମୁଡରେ ଅଛନ୍ତି। ବର୍ତ୍ତମାନ ଦୁର୍ନୀତିଖୋର ଅଫିସରଙ୍କ ବିରୋଧରେ ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ ଅରୈୟା ଜିଲାପାଳ ସୁନୀଲ ବର୍ମାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଲମ୍ବିତ କରିଥିବା ଜଣାପଡ଼ିଛି। ଏଥିସହ ସୁନୀଲ ବର୍ମାଙ୍କ ଭିଜିଲାନ୍ସ ତଦନ୍ତ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ଭିତରେ ଏହା ଦ୍ୱିତୀୟ ଜିଲାପାଳଙ୍କୁ ସରକାର ନିଲମ୍ବିତ କରିଛନ୍ତି। ସୂଚନାଯୋଗ୍ୟ, କାର୍ଯ୍ୟରେ ଅବହେଳା ଓ ଦୁର୍ନୀତି ଯୋଗୁ ୨୦୧୩ ବ୍ୟାଚର ଆଇଏଏସ୍‌ ଅଫିସର ସୁନୀଲ ବର୍ମାଙ୍କୁ ଯୋଗୀ ସରକାର ନିଲମ୍ବିତ କରିଛନ୍ତି। ରାୟବରେଲୀରେ ରହୁଥିବା ସୁନୀଲଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ କରାଯିବ ବୋଲି ସୂଚନା ମିଳିଛି। ବର୍ତ୍ତମାନ ସରକାର କାହାକୁ ଅରୈୟାର ଜିଲାପାଳ ଭାବେ ନିଯୁକ୍ତ କରିନାହାନ୍ତି। କିନ୍ତୁ ବିଳମ୍ବିତ ରାତି ସୁଦ୍ଧା କାହାକୁ ବି ନିଯୁକ୍ତି କରାପାଇପାରେ ବୋଲି କୁହାଯାଉଛି। ଏହା ପୂର୍ବରୁ ଯୋଗୀ ସରକାର ସୋନଭଦ୍ରର ଜିଲାପାଳ ଟିକେ ଶିବୁ ଓ ଗାଜିଆବାଦର ଏସ୍‌ଏସ୍‌ପି ପବନ କୁମାରଙ୍କୁ ମଧ୍ୟ ନିଲମ୍ବିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri