Posted inଖେଳ

ନ୍ୟୁଜିଲ୍ୟାଣ୍ଡ ଆଗରେ ୩୮୯ର ବିଶାଳ ଟାର୍ଗେଟ୍‌

ଧର୍ମଶାଳା,୨୮।୧୦: ବିଶ୍ୱକପ ୨୦୨୩ର ୨୭ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ସଂଘର୍ଷ ଜାରି ରହିଛି । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୩୮୮ ରନ ସଂଗ୍ରହ କରିଛି। ତେବେ ନ୍ୟୁଜିଲ୍ୟାଣ୍ଡ ପାଇଁ ୩୮୯ ରନର ବିଜୟ ଲକ୍ଷ୍ୟ ରହିଛି। ଏହି ମ୍ୟାଚ ଧର୍ମଶାଳାର ହିମାଚଳପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ମ୍ୟାଚରେ ଟ୍ରାଭିସ ହେଡ ଏବଂ ଡେଭିଡ ୱାର୍ନର ଅଷ୍ଟ୍ରେଲିଆ ପାଇଁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଛନ୍ତି। ଦୁହେଁ ଏକାଠି ୧୯.୧ ଓଭରରେ ୧୭୫ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

କାଳ ବୈଶାଖୀ ତାଣ୍ଡବ: ଉଡ଼ିଗଲା ୧୬୦ ଆଜବେଷ୍ଟସ ଛପର

ନନ୍ଦପୁର ୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ସଦର ମହକୁମାରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡ଼ ତୋଫାନରେ ଏକ…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri