Posted inଖେଳ

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ, ନେଲା ବୋଲିଂ ନିଷ୍ପତ୍ତି

ଧର୍ମଶାଳା,୨୮।୧୦: ଆଜି ବିଶ୍ୱକପ ୨୭ ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡକୁ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ଧର୍ମଶାଳା ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ବୋଳିଂ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ...

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ...

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୨।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଅଷ୍ଟ୍ରେଲିଆ ଗସ୍ତ ପାଇଁ ୧୫ ଜଣିଆ ଇଣ୍ଡିଆ ଏ ଦଳ ଘୋଷଣା କରିଛି।...

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବ ହକି

ମେଲବୋର୍ନ,୨୨ା୧୦: ରାଜ୍ୟଗୋଷ୍ଠୀ କ୍ରୀଡାରୁ ହକି ଇଭେଣ୍ଟ ବାଦ ପଡିବାକୁ ଯାଉଛି। ୨୦୨୬ରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭରୁ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବର୍ଦ୍ଧିତ...

ଭାରତ ଯୋଗୁ ବିଶ୍ୱବିଜେତା ହେଲା ନ୍ୟୁଜିଲାଣ୍ଡ ଟିମ୍‌: ଅଧିନାୟକ ନିଜେ କଲେ ଖୁଲସା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୧।୧୦: ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୩୨ ରନରେ ପରାସ୍ତ କରି ପ୍ରଥମ ଥର ପାଇଁ ମହିଳା ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଏହି ବିଶ୍ୱକପ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri