Categories: Home Leftଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍‌ ୨୦୨୩ର ଦଶମ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।