ତୁଡୁକିବାଡିରେ ଗଜଲଷ୍ମୀ ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ତୁଡୁକିବାଡି ଗ୍ରାମରେ ଚଳିତ ଗଜଲଷ୍ମୀ ପୂଜା ବଡ଼ ଧୂମଧାମରେ ପାଳନ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗୁରୁବାର ଅପରାହ୍ନରେ ଗ୍ରାମରେ ସମସ୍ତ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଗଜଲଷ୍ମୀଙ୍କ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ କରିଛନ୍ତି। ଗାଁ ର ପ୍ରଭଞ୍ଜନ ନାୟକଙ୍କ ଆବାହନ କ୍ରମେ ଆଲୋକ କରଙ୍କ ପୌରାହିତରେ ଏହି କାର୍ଯ୍ୟକ୍ରମରେ ଭଗବତୀ ଗଜଲଷ୍ମୀ ପୂଜା କମିଟିର ସଭାପତି ଝାପର ନାୟକ, ଉପସଭାପତି ଶକ୍ତି ମଲିକ, ସମ୍ପାଦକ ବରୁଣ ଦଳବେହେରା, ଅସ୍ତି ମଲ୍ଲିକ, ମହେଶ୍ୱର ମଲ୍ଲିକ, ଅଜୟ ମଲ୍ଲିକ, ସିଲନ ଦଳବେହେରା, କଲ୍ୟାଣ ମଲ୍ଲିକ ପ୍ରମୁଖ ଯୋଗଦେଇ ଏହାକୁ ସମ୍ପାଦନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri