Posted inଖେଳ

ଅଷ୍ଟ୍ରେଲିଆ ୧୯୭ରେ ଅଲଆଉଟ, ଭାରତର ଦ୍ୱିତୀୟ ଇନିଂସ ଆରମ୍ଭ..

ଇନ୍ଦୋର,୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୦୯ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ସମସ୍ତ ଓ୍ବିକେଟ ହରାଇ ୧୯୭ ରନ୍‌ କରିଛି। ଏହାରେ ଭାରତ ଦ୍ୱିତୀୟ ଇନିଂସ ଆରମ୍ଭ ହୋଇଛି। ଭାରତ ଗୋଟିଏ ଓ୍ବିକେଟ ହରାଇଛି। ଶୁଭମାନ ଗିଲଙ୍କୁ ନାଥନ ଲିଅନ ଆଉଟ କରିଛନ୍ତି। ଶୁଭମାନ ୫ ରନ୍‌ କରି ପାଭିଲିୟନ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri