Posted inଖେଳ

ବିଶ୍ୱକପ୍‌ ଇତିହାସରେ ସବୁଠୁ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୨୫।୧୦: ବିଶ୍ୱକପ ୨୦୨୩ର ୨୪ତମ ମ୍ୟାଚରେ ଅଷ୍ଟ୍ରେଲିଆ ନେଦରଲାଣ୍ଡକୁ ୩୦୯ ରନ୍‌ରେ ପରାସ୍ତ କରିଛି। ବୁଧବାର ଅଷ୍ଟ୍ରେଲିଆ ଚମତ୍କାର ପ୍ରଦର୍ଶନ କରି ଏକପାଖିଆ ବିଜୟ ହାସଲ କରିଛି। ଦିନିକିଆ ବିଶ୍ୱକପ ଇତିହାସରେ ରନ ଦୃଷ୍ଟିରୁ ଏହା ସବୁଠାରୁ ବଡ ବିଜୟ। ଏହାପୂର୍ବରୁ ଦିନିକିଆରେ ସବୁଠୁ ବଡ଼ ବିଜୟ ଭାରତ ନାମରେ ଅଛି। ୨୦୨୩ରେ ଭାରତ ଶ୍ରୀଲଙ୍କାକୁ ୩୧୭ ରନ୍‌ରେ ପରାସ୍ତ କରିଥିଲା। ଅଷ୍ଟ୍ରେଲିଆର ବ୍ୟାଟ୍ସମ୍ୟାନ୍‌ଙ୍କ ପରେ ବୋଲରମାନେ ମଧ୍ୟ ପ୍ରାଧାନ୍ୟ ବିସ୍ତାର କରିଥିଲେ।
ହାସଲ କରିଛି। ଅଷ୍ଟ୍ରେଲିଆ ୩୦୯ ରନରେ ନେଦରଲାଣ୍ଡକୁ ପରାସ୍ତ କରିଛି। ଦଳ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ୩୯୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନେଦରଲାଣ୍ଡ ଦଳ ୯୦ ରନ ସ୍କୋରରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri