ନୂଆଦିଲ୍ଲୀ,୨୫।୧୦: ବିଶ୍ୱକପ ୨୦୨୩ର ୨୪ତମ ମ୍ୟାଚରେ ଅଷ୍ଟ୍ରେଲିଆ ନେଦରଲାଣ୍ଡକୁ ୩୦୯ ରନ୍ରେ ପରାସ୍ତ କରିଛି। ବୁଧବାର ଅଷ୍ଟ୍ରେଲିଆ ଚମତ୍କାର ପ୍ରଦର୍ଶନ କରି ଏକପାଖିଆ ବିଜୟ ହାସଲ କରିଛି। ଦିନିକିଆ ବିଶ୍ୱକପ ଇତିହାସରେ ରନ ଦୃଷ୍ଟିରୁ ଏହା ସବୁଠାରୁ ବଡ ବିଜୟ। ଏହାପୂର୍ବରୁ ଦିନିକିଆରେ ସବୁଠୁ ବଡ଼ ବିଜୟ ଭାରତ ନାମରେ ଅଛି। ୨୦୨୩ରେ ଭାରତ ଶ୍ରୀଲଙ୍କାକୁ ୩୧୭ ରନ୍ରେ ପରାସ୍ତ କରିଥିଲା। ଅଷ୍ଟ୍ରେଲିଆର ବ୍ୟାଟ୍ସମ୍ୟାନ୍ଙ୍କ ପରେ ବୋଲରମାନେ ମଧ୍ୟ ପ୍ରାଧାନ୍ୟ ବିସ୍ତାର କରିଥିଲେ।
ହାସଲ କରିଛି। ଅଷ୍ଟ୍ରେଲିଆ ୩୦୯ ରନରେ ନେଦରଲାଣ୍ଡକୁ ପରାସ୍ତ କରିଛି। ଦଳ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ୩୯୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନେଦରଲାଣ୍ଡ ଦଳ ୯୦ ରନ ସ୍କୋରରେ ଅଲଆଉଟ୍ ହୋଇଯାଇଥିଲା।
Posted inHome, Home Middle, ଖେଳ View All
ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…
ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…
ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…
କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…
ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…
କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…
ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ
ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…
ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…
କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…
ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…
ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

