Posted inଖେଳ

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ ଘଟାଇଥିଲେ। ଇଂଲଣ୍ଡ ଉପ-ଅଧିନାୟକ ହ୍ୟାରୀ ବ୍ରୁକ (୩୦) ଓ ଅଧିନାୟକ ବେନ୍‌ ଷ୍ଟୋକ୍ସ ବୋଲ୍ଡ ହୋଇଥିବା ବେଳେ ଜ୍ୟାକ କ୍ରଲି (୮୫ ରନ) ଷ୍ଟମ୍ପ ଆଉଟ ହୋଇଛନ୍ତି।

ଇଂଲଣ୍ଡ ଦୃଢ଼ ଆତ୍ମ ବିଶ୍ୱାସର ସହିତ ବ୍ୟାଟିଂ କରି ୪୩୫ ରନ ବିଶ୍ୱ ରେକର୍ଡ ବିଜୟ ଲକ୍ଷ୍ୟକୁ ନେଇ ପଡ଼ିଆକୁ ଓହ୍ଲାଇଥିଲା। ଇଂଲଣ୍ଡ ସ୍କୋର ୧୦୩.୩ ଥିବାବେଳେ ମାତ୍ର ଲିଅନ ଅଷ୍ଟ୍ରେଲିଆନ ବୋଲିଂ ଆକ୍ରମଣକୁ ପ୍ରତ୍ୟାବର୍ତ୍ତନ କରିଥିଲେ।

ସେତେବେଳେ ଘରୋଇ ଦଳର ସ୍କୋର ୧୦୯/୩ ଥିବା ବେଳେ କ୍ରଲି ଓ ବ୍ରୁକ୍‌ଙ୍କ ପାର୍ଟନରଶିପ୍‌ରେ ୬୮ରନ ଯୋଗ କରିବା ଦ୍ୱାରା ଇଂଲଣ୍ଡ ସ୍କୋର ୧୭୭/୩ରେ ପହଞ୍ଚି ଥିଲା। ଶନିବାର ୪ର୍ଥ ଦିବସ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ୨୦୭/୬ ସ୍କୋର କରିଛି। ୫ ମ୍ୟାଚ ବିଶ୍ୱିଷ୍ଟ ସିରିଜ ଅନ୍ତର୍ଗତ ତୃତୀୟ ଟେଷ୍ଟ ଜିତିବା ଲାଗି ଇଂଲଣ୍ଡ ହାତରେ ୪ଟି ଉଇକେଟ ରହିଥିବା ବେଳେ ବିଜୟ ପାଇଁ ଆହୁରି ୨୨୮ ରନର ଆବଶ୍ୟକତା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri