Posted inଖେଳ

ଭାରତ ବିପକ୍ଷରେ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ପ୍ୟାଟ କମିନ୍ସ, ମ୍ୟାକ୍ସୱେଲ ଦଳରୁ ବିଦା, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୭।୧୦: ଭାରତ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ତା’ର ୧୫ ଜଣିଆ ଦଳ ଘୋଷଣା କରିଛି। ଅକ୍ଟୋବର ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଦଳରୁ ପ୍ୟାଟ କମିନ୍ସ ଏବଂ ଗ୍ଲେନ ମ୍ୟାକ୍ସୱେଲଙ୍କୁ ବାଦ ଦିଆଯାଇଛି। ଦଳର ଅଧିନାୟକ କମିନ୍ସ ଏବେ ବି ପିଠି ଆଘାତରୁ ସୁସ୍ଥ ହେଉଛନ୍ତି। ତାଙ୍କ ସ୍ଥାନରେ ମିଚେଲ ମାର୍ଶଙ୍କୁ ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି।
ଦଳରେ ଆଉ ଦୁଇଟି ବଡ଼ ପରିବର୍ତ୍ତନ ହୋଇଛି। ବ୍ୟାଟ୍ସମ୍ୟାନ ମାର୍ନସ ଲାବୁଶାଗ୍ନେଙ୍କୁ ଖରାପ ଫର୍ମ ଯୋଗୁ ବାଦ ଦିଆଯାଇଛି। ଏହା ବ୍ୟତୀତ, ଗ୍ଲେନ ମ୍ୟାକ୍ସୱେଲ ମଧ୍ୟ ସୁସ୍ଥ ହୋଇନାହାଁନ୍ତି ଏବଂ ତାଙ୍କୁ ଉଭୟ ଦିନିକିଆ ଏବଂ ଟି୨୦ ଦଳରୁ ବାଦ ଦିଆଯାଇଛି। ସେ ବିଗ ବ୍ୟାସ ଲିଗରେ ଫେରିବେ ବୋଲି ଆଶା କରାଯାଉଛି।

ଭାରତ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ଦଳ:
ମିଚେଲ ମାର୍ଶ (ଅଧିନାୟକ), ଜାଭିୟର ବାର୍ଟଲେଟ, ଆଲେକ୍ସ କେରି, କୁପର କନୋଲି, ବେନ ଡୋରଶୁଇସ, ନାଥନ ଏଲିସ, କାମେରୁନ ଗ୍ରୀନ, ଜୋଶ ହାଜେଲଉଡ, ଟ୍ରାଭିସ ହେଡ, ଜୋଶ ଇଙ୍ଗଲିସ, ମିଚେଲ ଓୱେନ, ମାଥ୍ୟୁ ରେନଶା, ମାଥ୍ୟୁ ସର୍ଟ, ମିଚେଲ ଷ୍ଟାର୍କ, ଆଡାମ ଜାମ୍ପା ।

Dharitri — Odisha’s Most Trusted Odia Newspaper


Enter your email to get our daily news in your inbox.

All Right Reserved By Dharitri.Com

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri