Posted inଜାତୀୟ

ଅଷ୍ଟ୍ରେଲିଆ ଯାଇପାରିବେ କୋଭାକ୍ସିନ ନେଇଥିବା ଭାରତୀୟ

ନୂଆଦିଲ୍ଲୀ,୧।୧୧: ଭାରତ ବାୟୋଟେକ୍‌ ପ୍ରସ୍ତୁତ କୋଭାକ୍ସିନ ଟିକାକୁ ଅଷ୍ଟ୍ରେଲିଆ ସ୍ବୀକୃତି ପ୍ରଦାନ କରିଛି। ଏହି ଟିକା ନେଇଥିବା ଲୋକେ ଅଷ୍ଟ୍ରେଲିଆ ଯାଇପାରିବେ। ଅଷ୍ଟ୍ରେଲିଆରେ ପଞ୍ଜୀକୃତ ହୋଇ ନ ଥିବା ଦୁଇଟି ଟିକା କୋଭାକ୍ସିନ ଏବଂ ଚାଇନାର ସିନୋଫାର୍ମ ପ୍ରସ୍ତୁତ ବିବିଆଇବିପି-କୋର୍‌ଭିକୁ ସ୍ବୀକୃତି ପ୍ରଦାନ କରାଯାଇଥିବା ସେଠାର ଔଷଧ ନିୟନ୍ତ୍ରକ ଥେରାପିଉଟିକ୍‌ ଗୁଡ୍ସ ଆଡ୍‌ମିନିଷ୍ଟ୍ରେଶନ ଘୋଷଣା କରିଛି। ଫଳରେ କୋଭାକ୍ସିନ ନେଇଥିବା ୧୨ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିବିଆଇବିପି-କୋର୍‌ଭି ନେଇଥିବା ୧୮ରୁ ୬୦ବର୍ଷ ବୟସର ବ୍ୟକ୍ତି ଅଷ୍ଟ୍ରେଲିଆ ଯିବା ପାଇଁ ଅନୁମତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri