Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୨।୧୨: ଅଷ୍ଟ୍ରେଲିଆ କ୍ରିକେଟ୍‌ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ରିକି ପଣ୍ଟିଂ ଶୁକ୍ରବାର ପର୍ଥରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ପାଇଁ ମନ୍ତବ୍ୟ ଦେଉଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିରଥିବା ତାଙ୍କ ସହକର୍ମୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେକେଆରର ପ୍ରସିଦ୍ଧ କ୍ରିଷ୍ଣାଙ୍କୁ କରୋନା

ବେଙ୍ଗାଲୁରୁ, ୯ା୫ (ପି.ଟି.)-କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ପେସ୍‌ ବୋଲର ପ୍ରସିଦ୍ଧ କ୍ରିଷ୍ଣା କରୋନା ସଂକ୍ରମିତ ହୋଇଥିବା କୋଭିଡ୍‌ ଟେଷ୍ଟରୁ ଜଣାପଡ଼ିଛି। ସେ ତାଙ୍କ ହୋମ୍‌...

୧୫୦ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ଆଣ୍ଡରସନ ପ୍ରଥମ ଦ୍ରୁତ ବୋଲର

ସେଞ୍ଚୁରିୟନ, ୨୬।୧୨- ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ ହାସଲ କରିଥିବା ଜେମ୍ସ ଆଣ୍ଡରସନ ଗୁରୁବାର ଆଉ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ...

ଜବରଦସ୍ତ ଫର୍ମରେ ଅଧିନାୟକ: ଇଂଲଣ୍ଡ ବିପକ୍ଷରେ ଅର୍ଦ୍ଧଶତକ ମାରି ଭାଙ୍ଗିଲେ ଏକାଧିକ ରେକର୍ଡ

ପୁଣେ,୨୩।୩: ମଙ୍ଗଳବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ବିରାଟ କୋହଲି ନୂଆ ଉପଲବ୍ଧି ହାସଲ କରିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମରେ ଖେଳାଯାଉଥିବା...

ପାକିସ୍ତାନ ମନରୁ ଏବେ ବି ଲିଭିନି ପରାଜୟ

ନୂଆଦିଲ୍ଲୀ,୨୪।୯: ସେପ୍ଟେମ୍ବର ୨୪ ତାରିଖ ଭାରତୀୟ କ୍ରିକେଟ ପାଇଁ ସ୍ବର୍ଣ୍ଣିମ ଦିନ। ଠିକ୍‌ ୧୪ ବର୍ଷ ତଳେ ଅର୍ଥାତ୍‌ ୨୦୦୭ରେ ଆଜିର ଦିନରେ ଭାରତ ଟି୨୦...

ସାନିଟାଇଜରରେ ହାତ ସଫା କରି ମ୍ୟାଚ୍‌ ଖେଳିଲେ ଇଂଲଣ୍ଡ କ୍ରିକେଟର୍‌

ଲଣ୍ଡନ, ୨।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ମଧ୍ୟରେ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଚଳିତ ମାସ ୮ରୁ ଖେଳାଯିବ। ମହାମାରୀ କରୋନା...

ଜାତୀୟ ଜୁନିୟର ସଫ୍ଟ ଟେନିସରେ ଓଡ଼ିଶା ଭାଗନେବ

ଭୁବନେଶ୍ୱର, ୮।୧୨ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଲକ୍ଷ୍ନୌଠାରେ ଚଳିତ ମାସ ୯ରୁ ୧୩ ପର୍ଯ୍ୟନ୍ତ ୧୭ତମ ଜାତୀୟ ଜୁନିୟର ସଫ୍ଟ ଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ...

ଜିଏସ୍‌ଟି ବିଲ୍‌ ର଼୍ୟାକେଟର ପର୍ଦ୍ଦାଫାଶ: ୨୦୦ କୋଟିର ଖେଳ

ଭୁବନେଶ୍ୱର,୨୩।୧୨: ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ ଦ୍ୱାରା ଜାଲ୍‌ ବିଲ୍‌ ର଼୍ୟାକେଟ ବିରୋଧରେ ରାଜ୍ୟବ୍ୟାପୀ କାର୍ଯ୍ୟାନୁଷ୍ଠାନକୁ ଏକ ବଡ ସଫଳତା ମିଳିଛି। ସୋମବାର ୨୦୦ କୋଟି...

ଆଇପିଏଲ୍‌ ସ୍ଥଗିତ ସମ୍ପର୍କରେ ବିସିସିଆଇର ବିଧିବଦ୍ଧ ଘୋଷଣା

ନୂଆଦିଲ୍ଲୀ, ୧୭।୪ (ପି.ଟି.)-ପରବର୍ତ୍ତୀ ସୂଚନା ଜାରି ନ ହେବା ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

Advertisement
Archives

Model This Week