Posted inଖେଳ

ଦୀର୍ଘ ୯ ମାସ ପରେ ପଡିଆକୁ ଓହ୍ଲାଇଲା ଟିମ୍‌ ଇଣ୍ଡିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ଶୁକ୍ରାବର ଅର୍ଥାତ୍‌ ଆଜି ପଡିଆକୁ ଓହ୍ଲାଇଛି। କରୋନା ମହାମାରୀ ଭିତରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟଚ୍ଚ୍‌ରେ ଶିଖର ଧୱନଙ୍କ ସହ ଯୁବ ତାରକା ମୟଙ୍କ ଅଗ୍ରୱାଲ ଇନିଂସ ଆରମ୍ଭ କରିବେ। ସେହିପରି କେଏଲ ରାହୁଲ ପୂର୍ବଭଳି ମଧ୍ୟକ୍ରମରେ ବ୍ୟାଟିଂ କରିବେ। ବିରାଟ କୋହଲିଙ୍କ ଟିମ ଶେଷଥର ପାଇଁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲା। କରୋନା ମହାମାରୀ କାରଣରୁ ଲମ୍ବା ସମୟ ଧରି ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ରହିଥିବା ଭାରତୀୟ ଟିମ ପକ୍ଷେ ଅଷ୍ଟ୍ରେଲିଆ ଧୂରନ୍ଦରକୁ ତା’ ନିଜ ମାଟିରେ ହରାଇବା ସହଜ ହେବନି। ଭାରତୀୟ ଟିମ ୧୯୯୨ ୱାଲର୍‌ଡ କପର ନେଭି ବ୍ଲୁ ଜର୍ସିରେ ନଜର ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର

ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର...

୬ ବଲ୍‌ରେ ୬ ଛକା: ଯୁବରାଜଙ୍କ ପରେ ଉପଲବ୍ଧି ହାସଲ କଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୪।୩: ନୂଆ ରେକର୍ଡ କରିଛନ୍ତି ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌ କିରୋନ ପୋଲାର୍ଡ। ଓ୍ବେଷ୍ଟଇଣ୍ଡିଜ-ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ଟି-୨୦ ମ୍ୟାଚ୍‌ରେ ସେ ଲଗାତାର ୬ ଛକା ମାରିଛନ୍ତି। ତାଙ୍କ...

କଟକ ଦିନିକିଆରେ ଖେଳିବେ ନାହିଁ ଦୀପକ

ନୂଆଦିଲ୍ଲୀ,୧୯।୧୨- କଟକର ବାରବାଟୀ ଷ୍ଟାଡିୟମରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଦିନିକିଆ ସିରିଜ୍‌ର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରୁ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

କ୍ରିକେଟ ଇତିହାସର ସବୁଠୁ ଲମ୍ବା ଛକା ମାରିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୯।୭: ଦ୍ୱିତୀୟ ଟି-୨୦ରେ ଇଂଲଣ୍ଡ ପାକିସ୍ତାନକୁ ୪୫ ରନ୍‌ରେ ପରାସ୍ତ କରିଛି। ଫଳରେ ତିନି ମ୍ୟାଚ ବିଶିଷ୍ଟ ସିରିଜକୁ ଇଂଲଣ୍ଡ ୧-୧ ସ୍ତରକୁ ଆଣିଛି। ପ୍ରଥମେ...

ନୂଆବର୍ଷ: ପ୍ରଶଂସକଙ୍କୁ କୋହଲି, ଅନୁଷ୍କାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନୂଆବର୍ଷ ପାଇଁ ପ୍ରଶଂସକଙ୍କୁ ଶୁଭେଚ୍ଛା ତଥା...

ପାକିସ୍ତାନ ବିପକ୍ଷରେ ୫ମ ସର୍ବାଧିକ ରନ୍‌ ଚେଜ୍‌

ମାଞ୍ଚେଷ୍ଟର, ୧୦।୮ମାଞ୍ଚେଷ୍ଟରଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ୩ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଏଥିସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ରେ...

ଇଣ୍ଡିଆନ ସୁପର ଲିଗ୍‌: ଗୋଆ-ନର୍ଥଇଷ୍ଟ ମ୍ୟାଚ ଡ୍ର

ଫତୋର୍ଦା ୧ା୧୨: ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ଅନୁଷ୍ଠିତ ଏଫସି ଗୋଆ ଓ ନର୍ଥଇଷ୍ଟ ୟୁନାଇଟେଡ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ...

Ten Cric Info
Advertisement


Archives

Model This Week

Why Dharitri