Posted inଖେଳ

ଆଡିଲେଡ୍‌ ଟେଷ୍ଟରେ ବିରାଟବାହିନୀର ଶୋଚନୀୟ ପରାଜୟ

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିବାରାତ୍ର ଟେଷ୍ଟରେ ଶୋଚନୀୟ ପରାଜୟ ହାସଲ କରିଛି ଭାରତୀୟ ଦଳ। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ମାତ୍ର ୯୦ ମିନିଟ୍‌ ମଧ୍ୟରେ ଖେଳାଳିମାନେ ଆଉଟ୍‌ ହୋଇ ଫେରିଥିଲେ। ମାତ୍ର ୩୬ ରନ୍‌ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରି ଅଷ୍ଟ୍ରେଲିଆକୁ ୯୦ରନ୍‌ର ବିଜୟଲକ୍ଷ୍ୟ ଦେଇଥିଲା। ଏହାର ଜବାବରେ ଘରୋଇ ଟିମ୍‌ ୨ ଉଇକେଟ ହରାଇ ୯୩ରନ୍‌ କରି ମ୍ୟାଚ୍‌କୁ ଜିତି ନେଇଛି। ଖେଳ ଶେଷ ସୁଦ୍ଧା ସ୍ଟିଭ୍‌ ସ୍ମିଥ୍‌(୧) ଏବଂ ଜୋ ଓ୍ବନର୍‌ସ(୫୧) ରନ୍‌ କରି ପଡ଼ିଆରେ ଥିଲେ। ତେବେ ପ୍ରଥମ ଟେଷ୍ଟ ଜିତିବା ପରେ ଅଷ୍ଟ୍ରେଲିଆ ଟିମ୍‌ ୧-୦ରେ ଅଗ୍ରଣୀ ହୋଇଛି।

ଭାରତୀୟ ଦଳ ୯ରନ୍‌ରୁ ଖେଳ ଆରମ୍ଭ କରିଥିବା ବେଳେ ୨୭ରନ୍‌ କରି ୮ ଉଇକେଟ୍‌ ହରାଇଥିଲା। ଟିମ୍‌ର କେହି ବି ଖେଳାଳି ୧୦ରନ୍‌ କରିପାରି ନ ଥିଲେ। ମୟଙ୍କ ଅଗ୍ରଓ୍ବାଲ ସର୍ବାଧିକ ୯ ରନ୍‌ କରିଥିଲେ। ଦଳଗତ ସ୍କୋର ଆଧାରରେ ଏହା ନ୍ୟୁନତମ ୩୬/୯ ଥିଲା। ପୂର୍ବରୁ ୧୯୭୪ରେ ଇଂଲଣ୍ଡ ବିପକ୍ଷରେ ଭାରତ ୪୨ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri