Posted inଖେଳ

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୬ ରନ୍‌ରେ ଆଗୁଆ ରହିଛି। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍‌ରେ ୭ ଉଇକେଟର ଖେଳ ଆରମ୍ଭ କରିଥିଲେ ଏବଂ ବାକି ତିନିଟି ଉଇକେଟ ୩୭ ରନରେ ଖସିପଡ଼ିଥିଲା। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରଥମ ଇନିଂସରେ ୧୫୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୦୪ ରନରେ ଅଲଆଉଟ୍‌ ହୋଇଥିଲା। ଏହି ପରି ଦଳ ଦ୍ୱିତୀୟ ଇନିଂସରେ ୪୬ ରନର ଅଗ୍ରଣୀ ରହିଛି। ଭାରତ ପକ୍ଷରୁ ଅଧିନାୟକ ଜଶପ୍ରୀତ ବୁମ୍‌ରା ସର୍ବାଧିକ ୫ଟି ଉଇକେଟ୍‌ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri