Posted inଖେଳ

କଟିଲା ଅଷ୍ଟ୍ରେଲିଆ ଖେଳାଳିଙ୍କ ମ୍ୟାଚ୍‌ ଫି’

ମେଲବୋର୍ନ,୨୯।୧୨: ଏଠାରେ ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧିମା ବୋଲିଂ ପାଇଁ ଅଷ୍ଟ୍ରେଲିଆ ଦଳକୁ ଦଣ୍ଡିତ କରାଯାଇଛି। ଏଥି ଯୋଗୁ ଦଳୀୟ ଖେଳାଳିଙ୍କ ୪୦ ପ୍ରତିଶତ ମ୍ୟାଚ୍‌ ଫି’ କାଟ କରାଯିବା ସହ ହ୍ରାସ ପାଇଛି ଦଳର ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଅଷ୍ଟ୍ରେଲିଆ ଖାତାରୁ ୪ ପଏଣ୍ଟ କଟାଯାଇଛି। ଦିଆଯାଇଥିବା ନିର୍ଦ୍ଧାରିତ ସମୟ ମଧ୍ୟରେ ଦୁଇ ଓଭର କମ୍‌ ବୋଲିଂ କରିଥିବାରୁ ଆଇସିସି ମ୍ୟାଚ୍‌ ରେଫରି ଡେଭିଡ୍‌ ବୁନ ଅଷ୍ଟ୍ରେଲିଆ ଦଳ ଉପରେ ଏହି ଦଣ୍ଡାଦେଶ ଲଗାଇଛନ୍ତି। ଘରୋଇ ଦଳର ଅଧିନାୟକ ଟିମ ପେନ ତ୍ରୁଟି ସ୍ବୀକାର କରିଥିବାରୁ କୌଣସି ଶୁଣାଣିର ଆବଶ୍ୟକତା ନାହିଁ।

ଆଇସିସି ନିୟମ ଅନୁସାରେ ନିର୍ଦ୍ଧାରିତ ସମୟ ସୁଦ୍ଧା ବଳକା ରହିଯାଇ ଥିବା ଓଭର ପିଛା ଖେଳାଳିଙ୍କ ମ୍ୟାଚ୍‌ ଫି’ର ୨୦ ପ୍ରତିଶତ କାଟ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?