Posted inଖେଳ

ଭାରତର ଏହି ବୋଲରଙ୍କୁ ଡରୁଛି ଅଷ୍ଟ୍ରେଲିଆ: ଟ୍ରାଭିସ ହେଡ କହିଦେଲେ ମନର କଥା

ପର୍ଥ,୧୯।୧୦:ଭାରତ ବିପକ୍ଷ ସିରିଜ ପୂର୍ବରୁ ଅଷ୍ଟ୍ରେଲୀୟ କ୍ରିକେଟ ଜଗତରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ବିଷୟରେ ଆଲୋଚନା ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ତାଙ୍କୁ ‘ଏକ୍ସ ଫ୍ୟାକ୍ଟର୍‌’ ବୋଲି କହିଥିବାବେଳେ ପୂର୍ବତନ ଫାଷ୍ଟ ବୋଲର ବ୍ରେଟ ଲି କହିଛନ୍ତି, ବୁମରା ବିଲେଇ ପରି ଚୋରି କରି ଚମତ୍କାର କରନ୍ତି।
ଶୁକ୍ରବାରଠାରୁ ପର୍ଥରୁ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟରେ ବୁମରା ଭାରତ ଅଧିନାୟକ ହେବେ। ସିରିଜ ପୂର୍ବରୁ ବର୍ତ୍ତମାନର ତଥା ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟରମାନେ ତାଙ୍କୁ ପ୍ରଶଂସା କରିଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ସତୁରି ଦଶକରେ ୱେଷ୍ଟଇଣ୍ଡିଜ ଦ୍ରୁତ ଆକ୍ରମଣର ସୁବର୍ଣ୍ଣ ଯୁଗ ପରେ ପ୍ରଥମ ଥର ପାଇଁ ଜଣେ ଦ୍ରୁତ ବୋଲର ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଭୟଭୀତ କରିଛନ୍ତି। ୨୦୧୮ ବକ୍ସିଂ ଡେ ଟେଷ୍ଟରେ ୬ଟି ଉଇକେଟ ସମେତ ବୁମରା ଗତ ଦୁଇଟି ଟେଷ୍ଟ ଟୁର୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୩୨ ଉଇକେଟ ନେଇଥିଲେ।

ହେଡ କହିଛନ୍ତି,ବୁମ୍‌ରାଙ୍କୁ ସାମ୍ନା କରିବା ପ୍ରାୟ ଅସମ୍ଭବ। ତୁମେ ଭାବୁଛ ତୁମେ ଗୋଟିଏ ପାଦ ଆଗରେ, କିନ୍ତୁ ସେ ସବୁବେଳେ ତୁମଠାରୁ ଗୋଟିଏ ପାଦ ଆଗରେ। ଖେଳର ଯେକୌଣସି ଫର୍ମାଟରେ ସେ ଚମତ୍କାର କରନ୍ତି। ସେ ହେଉଛନ୍ତି ଏକ୍ସଫ୍ୟାକ୍ଟର୍‌ ଏବଂ ଯେଉଁମାନେ ପ୍ରତ୍ୟେକ ମ୍ୟାଚ ରେ ଏକ ମାର୍କ ଛାଡିଥା’ନ୍ତି। ସେ ସବୁଠାରୁ ବଡ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri