Posted inଖେଳ

ଆଉ ନାହାନ୍ତି କ୍ରିକେଟ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆର କ୍ରିକେଟ୍‌ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କର ୫୨ ବର୍ଷରେ ପରଲୋକ ଘଟିଛି। ହୃଦଘାତରେ ଓ୍ବର୍ନଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିଚାଳନା କମ୍ପାନୀ ପକ୍ଷରୁ ଶୁକ୍ରବାର ସଂକ୍ଷିପ୍ତ ବିବୃତ୍ତି ଜାରି କରି ସୂଚନା ଦିଆଯାଇଛି।

ଥାଇଲାଣ୍ଡରେ ନିଜର ଭିଲାରେ ଓ୍ବାର୍ନ ଥିବା ବେଳେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇପାରି ନ ଥିବା କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ଓ୍ବାର୍ନଙ୍କ ପରଲୋକ ନେଇ ଖବର ଜଣାପଡ଼ିବା ପରେ ଅଷ୍ଟ୍ରେଲିୟ କ୍ରିକେଟ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri