ଭାରତ ନେତୃତ୍ୱରେ ହେବାକୁ ଯାଉଥିବା ଜି ୨୦ ବୈଠକକୁ ବଡ ଉତ୍ସୁକତାର ସହ ଅପେକ୍ଷା ରହିଛି: ଅଷ୍ଟ୍ରେଲିଆ ମନ୍ତ୍ରୀ

ସିଡନି,୧୯ ।୨: ଆସନ୍ତା ସେପ୍ଟେମ୍ବରରେ ଭାରତ ଦ୍ୱାରା ହେବାକୁ ଯାଉଥିବା ଜି-୨୦ ବୈଠକକୁ ନେଇ ଆଷ୍ଟ୍ରେଲିଆର ସହକାରୀ ବାଣିଜ୍ୟ-ଉତ୍ପାଦନ ମନ୍ତ୍ରୀ ତଥା ସିନେଟର ଟିମ ଆୟରେସ କହିଛନ୍ତି ଭାରତ ହେଉଛି ବିଶ୍ୱର ଏକ ପ୍ରମୁଖ ଗଣତାନ୍ତ୍ରିକ ରାଷ୍ଟ୍ର । ସେ କହିଛନ୍ତି କ୍ୱାଡ ନେତାମାନଙ୍କୁ ଏକାଠି କରିବା ଓ ସେପ୍ଟେମ୍ବରରେ ଜି-୨୦ ବୈଠକର ଆୟୋଜନ କରିବାରେ ଆମେ ଭାରତର ନେତୃତ୍ୱ ଭୂମିକାକୁ ଅପେକ୍ଷା ରଖିଛୁ ।
ଅଷ୍ଟ୍ରେଲିଆର ମନ୍ତ୍ରୀ କହିଛନ୍ତି, ଭାରତ ଭଳି ଏକ ମହାନ ଗଣତନ୍ତ୍ର ସହ ଆମେ ଜି-୨୦ରେ ଉଭୟ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ଆଗକୁ ନେବାକୁ ଚେଷ୍ଟା କରିବୁ । ବିଶ୍ୱର ଅର୍ଥବ୍ୟବସ୍ଥାରେ ଦ୍ରୁତ ଅଭିବୃଦ୍ଧି ଭାବେ ଭାରତ ନିକଟରେ ଏହା ଏକ ବଡ ସୁଯୋଗ । ଟିମ ଆୟରେସ କହିଛନ୍ତି, ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନି ସରକାରଙ୍କର ଭାରତ ସହ ସମ୍ପର୍କକୁ ନେଇ ବହୁତ ବଡ ସମ୍ମାନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?