ଇସ୍ରାଏଲକୁ ଝଟକା, ପଶ୍ଚିମ ଜେରୁଜେଲମକୁ ରାଜଧାନୀ ମାନିବାକୁ ରାଜି ନୁହେଁ ଅଷ୍ଟ୍ରେଲିୟା

କାନବେରା,୮ ।୧୦: ଅଷ୍ଟ୍ରେଲିୟା ସରକାର ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଅଷ୍ଟ୍ରେଲିୟା ପଶ୍ଚିମ ଜେରୁଜେଲମକୁ ଇସ୍ରାଏଲର ରାଜଧାନୀ ଭାବେ ମାନିବାକୁ ମନା କରି ଦେଇଛନ୍ତି ଓ ମାନ୍ୟତାକୁ ଫେରାଇ ନେଇଛନ୍ତି । ଇସ୍ରାଏଲ ଓ ପାଲେଷ୍ଟାଇନ ମଧ୍ୟରେ ଏହା ଶାନ୍ତି କଥାବାର୍ତ୍ତାର ଏକ ଅଂଶ ବୋଲି ସରକାର ଏହି ନିଷ୍ପତ୍ତିକୁ ବର୍ଣ୍ଣନା କରିଛନ୍ତି । ସୂଚନାଯୋଗ୍ୟ, ଅଷ୍ଟ୍ରଲିୟାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ପଶ୍ଚିମ ଜେରୁଜେଲମକୁ ୨୦୧୮ ମସିହାରେ ଇସ୍ରାଏଲର ରାଜଧାନୀ ଭାବେ ସ୍ୱୀକୃତି ଦେଇଥିଲେ । କିନ୍ତୁ ବର୍ତ୍ତମାନର ନୂଆ ପ୍ରଧାନମନ୍ତ୍ରୀ ପୂର୍ବ ସରକାରଙ୍କ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri