Posted inଖେଳ

ଦ୍ୱିତୀୟ ଟେଷ୍ଟ: ୨୬୩ ରନ୍‌ରେ ଅଟକିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୧୭।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ୪ ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ୍‌ କରି ଅଲ୍‌ଆଉଟ ହୋଇଛି। ଦଳର ଉସ୍‌ମାନ ଖୱାଜା ୮୧ ରନ୍‌ କରିଥିବା ବେଳେ ପିଟର ହ୍ୟାଣ୍ଡସ୍କମ୍ବ ୭୨ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ୍‌ କରିବାରେ ସକ୍ଷମ ହୋଇଛି। ଭାରତର ମହମ୍ମଦ ଶାମି ୪ ଉଇକେଟ ନେବାରେ ସଫଳ ହୋଇଛନ୍ତି। ରବୀନ୍ଦ୍ର ଜାଡେଜା ଏବଂ ଅଶ୍ୱିନ ୩ଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?