Posted inଖେଳ

ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା

ସିଡନୀ,୨୩।୨: ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଅନେକ ବଡ ଖେଳାଳି ୧୬ ଜଣିଆ ଦଳକୁ ଫେରିଛନ୍ତି। ସ୍ପିନ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ମଧ୍ୟ ଏହି ସିରିଜକୁ ଫେରିଛନ୍ତି। ସେ ଗୋଡରେ ଆଘାତ ସହ ସଂଗ୍ରାମ କରୁଥିଲେ। ଗୋଡରେ ଆଘାତ ଲାଗିବା ପରେ ମିଚେଲ ମାର୍ଶ ମଧ୍ୟ ଦଳକୁ ଫେରିଛନ୍ତି। ଏହି ଦୁଇଜଣଙ୍କ ବ୍ୟତୀତ ଜେଇ ରିଚାର୍ଡସନ ମଧ୍ୟ ଦଳକୁ ଫେରିଛନ୍ତି। ହାମଷ୍ଟ୍ରିଂ ଆଘାତ ହେତୁ ସେ ଦଳ ବାହାରେ ଥିଲେ। ପ୍ୟାଡ କମିନ୍ସଙ୍କୁ ମଧ୍ୟ ଦିନିକିଆ ଦଳର ଅଧିନାୟକତ୍ୱ ଦିଆଯାଇଛି।

ଏହି ସିରିଜରେ ଡେଭିଡ ୱାର୍ଣ୍ଣର, ଷ୍ଟିଭ ସ୍ମିଥ ଏବଂ ମାର୍ନୁସ ଲାବୁଶେନଙ୍କ ଭଳି ଷ୍ଟାର ବ୍ୟାଟ୍ସମ୍ୟାନ୍‌ମାନେ ମଧ୍ୟ କଙ୍ଗାରୁ ଦଳର ଅଂଶ ହେବେ। ଚଳିତ ବର୍ଷ ଶେଷରେ ଭାରତରେ ଆୟୋଜିତ ହେବାକୁ ଥିବା ଆଇସିସି ଦିନିକିଆ ବିଶ୍ୱକପ ପୂର୍ବରୁ ଏହି ସିରିଜ ଅଷ୍ଟ୍ରେଲିଆକୁ ଏକ ଭଲ ଅଭ୍ୟାସ ଅଧିବେଶନ ଯୋଗାଇବ ବୋଲି ମୁଖ୍ୟ ଚୟନକର୍ତ୍ତା ଜର୍ଜ ବେଲି କହିଛନ୍ତି।

ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ପ୍ରଥମ ଦିନିକିଆ ମାର୍ଚ୍ଚ ୧୭ରେ ମୁମ୍ବାଇରେ, ଦ୍ୱିତୀୟ ମ୍ୟାଚ ମାର୍ଚ୍ଚ ୧୯ରେ ଭାଇଜାଗରେ ଏବଂ ତୃତୀୟ ଦିନିକିଆ ୩୩ ମାର୍ଚ୍ଚରେ ଚେନ୍ନାଇରେ ଅନୁଷ୍ଠିତ ହେବ।

ଭାରତ ବିପକ୍ଷ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ
ପ୍ୟାଟ କମିନ୍ସ (ଅଧିନାୟକ), ସିନ୍‌ ଆବଟ୍ଟ, ଆଷ୍ଟନ ଅଗର, ଆଲେକ୍ସ କେରି, କ୍ୟାମେରନ ଗ୍ରୀନ, ଟ୍ରାଭିସ ହେଡ, ଜୋସ ଇଂଲିସ, ମାର୍ନସ ଲାବୁସାଗ୍ନେ, ମିଚେଲ ମାର୍ଶ, ଗ୍ଲେନ ମ୍ୟାକ୍ସୱେଲ, ଜେଇ ରିଚାର୍ଡସନ, ଷ୍ଟିଭ ସ୍ମିଥ, ମିଚେଲ ଷ୍ଟାର୍କ, ମାର୍କସ ଷ୍ଟୋଏନିସ, ଡେଭିଡ ୱାର୍ନର, ଆଡାମ ଜାମ୍ପା ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍‌ ଭିତରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…

ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri