Posted inଖେଳ

ବ୍ରିସବେନ୍‌ ଟେଷ୍ଟ ମଝିରେ ଅଷ୍ଟ୍ରେଲିଆକୁ ଲାଗିଲା ବଡ଼ ଝଟ୍‌କା

ବ୍ରିସବେନ୍‌,୧୭।୧୨: ବ୍ରିସବେନ୍‌ର ଗାବାରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ଚତୁର୍ଥ ଦିନ ଚାଲିଛି ଏବଂ ଫଲୋଅନ୍‌କୁ ଏଡାଇବା ପାଇଁ ଟିମ ଇଣ୍ଡିଆ ସଂଘର୍ଷ କରୁଛି। ଏହି ସମୟରେ କଙ୍ଗାରୁ ଦଳ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ମ୍ୟାଚର ଚତୁର୍ଥ ଦିନରେ ଅଷ୍ଟ୍ରେଲିଆର ତାରକା ଦ୍ରୁତ ବୋଲର ଜୋଶ ହାଜଲେଉଡ ଆହତ ହୋଇଛନ୍ତି।

ଭାରତ ବିପକ୍ଷ ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ହାଜଲେଉଡ ତାଙ୍କ ଗୋଡରେ ଆଘାତ କାରଣରୁ ପଡ଼ିଆ ଛାଡିଥିଲେ ଏବଂ ବର୍ତ୍ତମାନ ତାଙ୍କ ଆଘାତର ସ୍କାନ ମଧ୍ୟ ହେବ। ଚତୁର୍ଥ ଦିନ ସେ କେବଳ ଗୋଟିଏ ଓଭର ବୋଲିଂ କରିପାରିଥିଲେ। ଯନ୍ତ୍ରଣା ହେତୁ ତାଙ୍କୁ ପଡ଼ିଆ ଛାଡିବାକୁ ପଡିଛି।

ଆଡିଲେଡରେ ଖେଳାଯାଇଥିବା ପିଙ୍କ୍‌ ବଲ ଟେଷ୍ଟରେ ହାଜଲେଉଡଙ୍କ ସ୍ଥାନରେ ଦ୍ରୁତ ବୋଲର ସ୍କଟ ବୋଲାଣ୍ଡ ଖେଳିଥିେ। ଏଥିସହ ସେ ମ୍ୟାଚରେ ୫ଟି ଉଇକେଟ ନେଇଥିଲେ। ତଥାପି, ଗାବା ଟେଷ୍ଟରେ ବୋଲାଣ୍ଡଙ୍କ ବଦଳରେ ହାଜଲେଉଡ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri