Posted inଖେଳ

ଅଷ୍ଟ୍ରେଲିଆରେ ଖେଳିବ ଭାରତୀୟ ମହିଳା ଏ’ ଦଳ

ନୂଆଦିଲ୍ଲୀ,୧୭ା୫- ଭାରତୀୟ ମହିଳା ଏ’ ଦଳ ଲାଗି ସିରିଜ୍‌ ଆୟୋଜନ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଶୁକ୍ରବାର ସ୍ପଷ୍ଟ କରିଛି। ଚଳିତ ଡିସେମ୍ବରରେ ଭାରତୀୟ ମହିଳା ଏ’ ଦଳ ଅଷ୍ଟ୍ରେଲିଆ ଗସ୍ତ କରି ୩ଟି ଲେଖାଏ ଦିନିକିଆ ଓ ଟି୨୦ ଖେଳିବ। ସମସ୍ତ ମ୍ୟାଚ୍‌ କୁଇନ୍ସଲାଣ୍ଡଠାରେ ଖେଳାଯିବ। ଗତ ବର୍ଷ ଅଷ୍ଟ୍ରେଲିଆ ଏ’ ସଫଳତାର ସହ ଭାରତ ଗସ୍ତ କରିବା ପରେ ସିଏ ଏହି ଘୋଷଣା କରିଛି। ଏହା ଭାରତୀୟ ମହିଳା ଏ’ ଦଳର ପ୍ରଥମ ଥର ପାଇଁ ବିଦେଶ ଗସ୍ତ। ଭାରତୀୟ ଏ’ ଦଳ ଡିସେମ୍ବର ୧୨ ତାରିଖରେ ୫୦ ଓଭର ବିଶିଷ୍ଟ ଆ ମ୍ୟାଚ୍‌ ସହ ବ୍ରିସବେନଠାରୁ ଅଭିଯାନ ଆରମ୍ଭ କରିବ। ଏହାପରେ ୧୪ ଓ ୧୬ ତାରିଖରେ ବଳକା ଦୁଇଟି ଦିନିକଆ ମ୍ୟାଚ୍‌ ଖେଳିବ। ଏହାପରେ ଗୋଲ୍ଡ କୋଷ୍ଟଠାରେ ୧୯, ୨୧ ଓ ୨୩ ତାରିଖରେ ୩ଟି ଟି୨୦ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

LIVE ମ୍ୟାଚ ସମୟରେ ଘଟିଲା ବଡ଼ ଦୁର୍ଘଟଣା: ଷ୍ଟ୍ରେଚର୍‌ରେ ଖେଳାଳିଙ୍କୁ ନିଆଗଲା ହସ୍ପିଟାଲ

ନୂଆଦିଲ୍ଲୀ,୬।୧୧: ବାଂଲାଦେଶ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସିଲହଟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।…

ପ୍ରଶଂସକଙ୍କ ପାଇଁ Bad News: ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ ମ୍ୟାଚ ହେବ ବାତିଲ! ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ୱେଲିଂଟନରେ ଖେଳାଯିବ। ପ୍ରଥମ ଦିନିକିଆରେ ବିଜୟ ସହ ସିରିଜ ଆରମ୍ଭ କରିଥିବା ଟିମ ଇଣ୍ଡିଆ ଏବେ…

IND vs NZ ସିରିଜ ମଝିରେ ହଲଚଲ, ନ୍ୟୁଜିଲାଣ୍ଡ ଦଳରୁ ବାଦ୍‌ ପଡିଲେ ୫ ଖେଳାଳି, ହେଲା ବଡ଼ ଅଦଳବଦଳ

ନୂଆଦିଲ୍ଲୀ,୬।୧୧: ଭାରତ ବିପକ୍ଷରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ମଧ୍ୟରେ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡର ଦିନିକିଆ ଏବଂ ‘ଏ’ ଦଳରେ…

CSK ଛାଡ଼ିବା ପରେ ଏକ ନୂଆ ଭୂମିକାରେ ନଜର ଆସିବେ ମାଇକେଲ ହସି; ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୬।୧୧: କିଛି ଦିନ ପୂର୍ବେ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଛାଡ଼ିଥିବା ମାଇକେଲ ହସି ବର୍ତ୍ତମାନ ଅଷ୍ଟ୍ରେଲୀୟ ଦଳରେ ଯୋଗ ଦେଇଛନ୍ତି। ନଭେମ୍ବର ୬, ଶୁକ୍ରବାର ଜାରି…

ଦ୍ୱିତୀୟ ଦିନିକିଆ ପଇଁ ଭାରତୀୟ ପ୍ଲେଇଂ-୧୧ରେ ହୋଇପାରେ ବଡ଼ ପରିବର୍ତ୍ତନ: ସିରାଜ୍‌ ଇନ୍‌, ନବି ଆଉଟ୍‌ !

ୱେଲିଂଟନ,୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ନଭେମ୍ବର ୭ରେ ୱେଲିଂଟନ୍‌ର ରିଜିଓନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ପ୍ରଥମ ଦିନିକିଆରେ ବିଜୟୀ ହୋଇ ଭାରତୀୟ…

ରୋହିତ-ବିରାଟଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସିଖବର, ଜାନୁଆରୀ ୨୦୨୭ରେ ଟିମ ଇଣ୍ଡିଆ…

ନୂଆଦିଲ୍ଲୀ,୬।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ତିକ୍ତତା ଯୋଗୁ ଦୁଇଥର ସିରିଜ ବାତିଲ ହୋଇଛି। ସେପ୍ଟେମ୍ବରରେ ଟିମ ଇଣ୍ଡିଆ ବାଂଲାଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା,…

କିଏ ସେହି ଗୌରିକା, ଯିଏ ଚାହୁଁଛନ୍ତି ଅର୍ଜୁନ ତେନ୍ଦୁଲକର ଚଳିତବର୍ଷ ଯାଆଁଳା ଶିଶୁଙ୍କ ହୁଅନ୍ତୁ ପିତା

ନୂଆଦିଲ୍ଲୀ,୬।୧୧: କ୍ରିକେଟ ଜଗତରେ ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ନିକଟରେ ସାରାଙ୍କ…

ସୋସିଆଲ ମିଡିଆରେ ବଡ଼ ସଙ୍କେତ ଦେଲେ ବୈଭବ ସୂର୍ଯ୍ୟବଂଶୀ, ଲେଖିଲେ ଏମିତି, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଶେଷ ଦୁଇଟି T20I ମ୍ୟାଚରେ ଖେଳିବାକୁ ସୁଯୋଗ ପାଇନଥିଲେ ବୈଭବ ସୂର୍ଯ୍ୟବଂଶୀ। ତେବେ ଚମତ୍କାର ଫର୍ମରେ ଥିବା ବୈଭବ ୨୦୨୬ରେ କ୍ରମାଗତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?