ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ବଣ୍ଡାଇ ବିଚ୍‌ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଅଷ୍ଟ୍ରେଲିଆରେ ପ୍ରାୟ ୩୦ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼ ଗଣଗୁଳିକାଣ୍ଡ ଘଟଣା। ଏହି ଗୁଳିକାଣ୍ଡ ପଛରେ ବାପପୁଅ ସମ୍ପୃକ୍ତ ଥିବା ପୋଲିସ କହିବା ପରେ ଅଷ୍ଟ୍ରେଲିଆ ସରକାର ବନ୍ଧୁକ ଆଇନକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୋଲିସ ଗୁଳିରେ ୫୦ ବର୍ଷୀୟ ବନ୍ଧୁକଧାରୀ ନିହତ ହାଇଥିବାବେଳେ ତାଙ୍କ ୨୪ ବର୍ଷୀୟ ପୁଅ ଗୁରୁତର ଆହତ ହୋଇଥିଲେ। ସୁରକ୍ଷା ସେବା କର୍ତ୍ତୃପକ୍ଷ ସହ ଆକ୍ରମଣକାରୀ ଜଣାଶୁଣା ବୋଲି କୁହାଯାଉଛି। ତେବେ ସେମାନଙ୍କର ଆକ୍ରମଣ ଯୋଜନାର କୌଣସି ସୂଚନା ପୂର୍ବରୁ ମିଳି ନ ଥିଲା। ପୋଲିସ କହିବା ଅନୁଯାୟୀ, ଆକ୍ରମଣକାରୀ ୨୦୧୫ରୁ ବନ୍ଧୁକ ସମେତ ୬ଟି ପଞ୍ଜୀକୃତ ଅସ୍ତ୍ର ପାଇଁ ଲାଇସେନ୍ସ ହାସଲ କରିଥିଲେ। ଗୁଳିମାଡ଼ରେ ଆହତ ୪୦ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ପୋଲିସ ଅଫିସର ରହିଛନ୍ତି।
ଦେଶର ବନ୍ଧୁକ ଆଇନ କଠୋର କି ନୁହେଁ, ତାହା ସମୀକ୍ଷା କରିବା ଆବଶ୍ୟକ ହୋଇପଡ଼ିଛି। ଇହୁଦୀଙ୍କୁ ଟାର୍ଗେଟ କରି ହୋଇଥିବା ଏହି ଆକ୍ରମଣକୁ ବିଶ୍ୱବ୍ୟାପୀ ନିନ୍ଦା କରାଯାଇଛି। ଜାତୀୟ ବନ୍ଧୁକ ଆଇନକୁ ଅଧିକ କଡ଼ାକଡ଼ି କରିବା ନିମନ୍ତେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍‌ଙ୍କ କ୍ୟାବିନେଟ ସହମତ ହୋଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

‘କେରଳକୁ ନେଇ କିଛି କହିଲେ ନାହିଁ ଅର୍ଥମନ୍ତ୍ରୀ’, କାହିଁକି ନିର୍ମଳାଙ୍କୁ ଏମିତି କହିଲେ ଶଶି ଥରୁର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୨: ଶଶି ଥରୁର, ବଜେଟ 2026 ଉପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଥିଲେ ଯେ ବହୁତ କମ ବିବରଣୀ ଉପଲବ୍ଧ ଥିଲା। ସେ କହିଥିଲେ ଯେ ୩-୪ଟି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri