Posted inଖେଳ

ଟସ୍‌ ଜିତି ଆଫଗାନିସ୍ତାନର ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ,୭।୧୧: ବିଶ୍ୱକପ ୨୦୨୩ର ୩୯ତମ ମ୍ୟାଚ ଆଫଗାନିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମୁମ୍ବାଇର ଓ୍ବଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଛି। ଆଫଗାନିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅଷ୍ଟ୍ରେଲିଆ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇଛି।

ପ୍ରଥମ କିଛି ମ୍ୟାଚ ହାରିଯିବା ପରେ ଆଫଗାନିସ୍ତାନ ଦଳ ବହୁତ ଭଲ ଫର୍ମରେ ଅଛି। ଦଳ ଶେଷ ପାଞ୍ଚଟି ମ୍ୟାଚ ମଧ୍ୟରୁ ଚାରିଟିରେ ଜିତିଛି। ଏଥି ସହିତ ଅଷ୍ଟ୍ରେଲିଆ ପ୍ରଥମ ଦୁଇଟି ମ୍ୟାଚ ହାରିଯିବା ପରେ ଲଗାତାର ପାଞ୍ଚଟି ମ୍ୟାଚ ଜିତିଛି। ଏଭଳି ପରିସ୍ଥିତିରେ ସେମିଫାଇନାଲରେ ପ୍ରବେଶ କରିବାକୁ ଉଭୟ ଦଳ ମଧ୍ୟରେ କଡ଼ା ପ୍ରତିଯୋଗିତା ହେବ।

ଅଷ୍ଟ୍ରେଲିଆ: ଟ୍ରାଭିସ ହେଡ, ଡେଭିଡ ୱାର୍ନର, ମିଚେଲ ମାର୍ଶ, ମାର୍ନସ ଲାବୁଶେନ, ଜୋଶ ଇଂଲିସ (ଉଇକେଟ୍‌ କିପର), ଗ୍ଲେନ ମ୍ୟାକ୍ସୱେଲ, ମାର୍କସ ଷ୍ଟୋଇନିସ, ପ୍ୟାଟ କମିନ୍ସ (ଅଧିନାୟକ), ମିଚେଲ ଷ୍ଟାର୍କ, ଏଡମ ଜାମ୍ପା, ଜୋଶ ହେଜଲଉଡ।

ଆଫଗାନିସ୍ତାନ: ରହମାନୁଲ୍ଲା ଗୁରୁବାଜ, ଇବ୍ରାହିମ ଜାଦରାନ, ରହମତ ଶାହା, ହସମୁତୁଲ୍ଲା ଶାହିଦି (ଅଧିନାୟକ), ଆଜମତୁଲ୍ଲା ଓମେରଜାଇ, ମହମ୍ମଦ ନବୀ, ଇକରାମ ଅଲିଖିଲ (ଉଇକେଟ୍‌ କିପର), ରସିଦ ଖାନ, ମୁଜିବ ଉର ରହମାନ, ନୁର ଅହମ୍ମଦ, ନବୀନ-ଉଲ-ହକ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri