Posted inଖେଳ

ମେଲବୋର୍ନ ଟେଷ୍ଟରେ ଭାରତର ଦବ୍‌ଦବା: ୧୯୫ ରନ୍‌ରେ ଅଷ୍ଟ୍ରେଲିଆ ଅଲ୍‌ଆଉଟ୍‌

ମେଲବୋର୍ନ,୨୫।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ଭଲ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ପ୍ରଥମ ଦିନରେ ଅଷ୍ଟ୍ରେଲିଆ ଦଳ ୧୯୫ରନ୍‌ରେ ଅଲଆଉଟ୍‌ ହୋଇଛନ୍ତି। ପରେ ଭାରତୀୟ ଦଳ ନିଜର ପ୍ରଥମ ପାଳିରେ ୧୧ ଓଭର ଖେଳି ୩୬ ରନ୍‌ କରିଛନ୍ତି। ଚେତେଶ୍ୱର ପୂଜାରା(୭) ଏବଂ ଶୁଭମନ ଗିଲ୍‌(୨୮) ରନ୍‌ କରି କ୍ରିଜ୍‌ରେ ଅଛନ୍ତି।

ଟସ୍‌ ଜିତିବା ପରେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା ଘରୋଇ ଦଳ। ହେଲେ ଭାରତୀୟ ଦଳ ଆଡିଲେଡ୍‌ ଟେଷ୍ଟରେ ପରାଜୟର ଜବାବ ଦେବାକୁ ଯାଇ ଭଲ ବୋଲିଂ କରିଛି। ଜଶପ୍ରିତ ବୁମ୍‌ରା ୪ ଓ ରବିଚନ୍ଦ୍ରନ ଅଶ୍ୱିନ ୩ ଉଇକେଟ ନେବା ଯୋଗୁ ବକ୍ସିଂ ଡେ ଟେଷ୍ଟର ପ୍ରଥମ ପାଳିରେ ଅଷ୍ଟ୍ରେଲିଆ ଦଳ ୧୯୫ ରନ୍‌ରେ ସୀମିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳି କରୋନା ପଜିଟିଭ ଜଣାପଡ଼ିବା ପରେ ସ୍ଥଗିତ ରହିଲା ମ୍ୟାଚ୍‌

ମେଲବୋର୍ନ, ୨୦।୩- କରୋନା ଭାଇରସ୍‌ ଯୋଗୁ ବିଶ୍ୱସ୍ତରରେ କ୍ରୀଡ଼ା ବେଶ୍‌ ପ୍ରଭାବିତ ହୋଇଛି। ତେବେ ଯେଉଁ ଦେଶରେ କରୋନା ପ୍ରଭାବ ହ୍ରାସ ପାଇବାରେ ଲାଗିଛି ସେଠାରେ...

ମହିଳା ଟି୨୦ ବିଶ୍ୱକପ୍‌: ଲିଗ୍‌ ପର୍ଯ୍ୟାୟରେ ଭାରତ ଅପରାଜେୟ

ମେଲବୋର୍ନ,୨୯ା୨- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଟି୨୦ ମହିଳା ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ରହିଛି। ଶନିବାର ଖେଳାଯାଇଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ...

୭ଟାରେ ପଡ଼ିବ ଟସ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ହାଇଦ୍ରାବାଦ- କୋଲକାତା ଲଢ଼େଇ

ମୁମ୍ବାଇ,୧୫।୪: ଆଇପିଏଲ୍‌ ୨୦୨୨ର ୨୫ତମ ମୁକାବିଲା ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ପ୍ରାରମ୍ଭିକ ମ୍ୟାଚ୍‌ରେ ପରାଜୟ ସତ୍ତ୍ୱେ କେନ୍‌...

ଆଇପିଏଲ-୧୪: କୋଲକାତାର ଦିଲ୍ଲୀ ପରୀକ୍ଷା ଆଜି

ଅହମଦାବାଦ,୨୯।୪(ପି.ଟି.): ଇଅନ ମୋର୍ଗାନଙ୍କ କୋଲକାତା ନାଇଟ ରାଇଡର୍ସ ବିଜୟଧାରା ବଜାୟ ଲକ୍ଷ୍ୟରେ ରହିଛି। ଗୁରୁବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ କୋଲକାତା ରିଷଭ ପନ୍ତଙ୍କ ଦିଲ୍ଲୀ...

ଦୁବାଇରେ ଚେନ୍ନାଇ ଚମକ

ଦୁବାଇ, ୫।୧୦- କ୍ରମାଗତ ୩ଟି ମ୍ୟାଚରେ ପରାଜୟ ପରେ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରବିବାର ବିଜୟ ସ୍ବାଦ ଚାଖିଛି।...

ଦିନିକିଆରୁ ଅବସର ନେଇ ପାରନ୍ତି ଧୋନୀ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୯।୧- ଭାରତୀୟ କ୍ରିକେଟ୍‌ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ...

୧.୦୪ ଲକ୍ଷ ଦର୍ଶକ ଫାଇନାଲ ଦେଖିଲେ

ଅହମଦାବାଦ,୨୯।୫: ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଖେଳାଯାଇଥିବା ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ଫାଇନାଲକୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରେକର୍ଡ...

‘ସୁଯୋଗ ଦେଲେ ଛାଡିବି ନାହିଁ’

ପାର୍ଲ, ୧୮ା୧: ନିକଟ ଭବିଷ୍ୟତରେ ତାଙ୍କୁ ଯଦି ଜାତୀୟ ଦଳର ଅଧିନାୟକ ହେବା ଲାଗି ସୁଯୋଗ ମିଳେ, ତେବେ ସେ ନିଜକୁ ଗୌରବାନ୍ବିତ ମନେକରିବେ ବୋଲି...

Advertisement
Archives

Model This Week