Posted inଖେଳ

ବିଦାୟ ସିରିଜର ପ୍ରଥମ ଟେଷ୍ଟ ଖେଳିବେ ଡେଭିଡ୍‌ ଓ୍ବାର୍ନର 

ସିଡ୍‌ନୀ, ୩ା୧୨: ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜj ପ୍ରଥମ ମ୍ୟାଚ ପାଇଁ ଅଷ୍ଟ୍ରେଲିଆ ଦଳରେ ଡେଭିଡ୍‌ ଓ୍ବାର୍ନରଙ୍କୁ ନିଆଯାଇଛି। ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଓ୍ବାର୍ନରଙ୍କ ସମ୍ଭବତଃ ଏହା ଫେୟାରଓ୍ବେଲ ମ୍ୟାଚ ହେବ ବୋଲି ଆଶା କରାଯାଉଛି।

ପର୍ଥରେ ପ୍ରଥମ ଟେଷ୍ଟ ମ୍ୟାଚ ଡିସେମ୍ବର ୧୪ରୁ ୧୯ ପର୍ଯ୍ୟନ୍ତ ଖେଳାଯିବ। ୩୭ବର୍ଷୀୟ ଓପନରଙ୍କୁ କେବଳ ପ୍ରଥମ ଟେଷ୍ଟ ପାଇଁ ମନୋନୀତ କରାଯାଇଛି। ଓ୍ବାର୍ନରଙ୍କୁ ଯଦି ବକ୍ସିଂ ଡେ’ରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳାଯାଏ ତେବେ ତାଙ୍କୁ ଜାନୁୟାରୀ ୩ରୁ ୭ ପର୍ଯ୍ୟନ୍ତ ସିଡ୍‌ନୀସ୍ଥିତ ତାଙ୍କ ଘରୋଇ ଗ୍ରାଉଣ୍ଡରେ ହେବାକୁ ଥିବା ତୃତୀୟ ଟେଷ୍ଟ ପାଇଁ ଦଳରେ ସ୍ଥାନ ମିଳିବ। ସେଠାରେ ତାଙ୍କୁ ଡ୍ରିମ୍‌ ଫେୟାରଓ୍ବେଲ ଦିଆଯିବ। ଅଷ୍ଟ୍ରେଲିଆ ଟେଷ୍ଟ ଦଳ: ପ୍ୟାଟ କୁମିନ୍ସ (ଅଧିନାୟକ), ସ୍କଟ ବୋଲାଣ୍ଡ, ଆଲେକ୍ସ କାରେ, କାମେରନ ଗ୍ରୀନ୍‌, ଜୋଶ ହାଜେଲ୍‌ଉଡ୍‌, ଟ୍ରାଭିସ୍‌ ହେଡ୍‌, ଉସ୍‌ମାନ ଖ୍ବାଜା, ମାର୍ନସ ଲାବୁସେନ୍‌, ନାଥାନ ଲିଅନ, ମିଚେଲ ମାର୍ଶ, ଲାନ୍ସ ମୋରିସ, ଷ୍ଟିଭ ସ୍ମିଥ୍‌, ମିଚେଲ ଷ୍ଟାର୍କ ଓ ଡେଭିଡ ଓ୍ବାର୍ନର।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?