Posted inଖେଳ

ଆଜି ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହେବ ଦକ୍ଷିଣ ଆଫ୍ରିକା; ଜାଣନ୍ତୁ କେବେ, କେଉଁଠି ଏବଂ କେତେବେଳେ ଦେଖିବେ ଏହି ମୁକାବିଲା…

ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍‌ ୨୦୨୩ର ୧୦ମ ମୁକାବିଲା ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଟିମ୍‌ ମଧ୍ୟରେ ଗୁରୁବାର ଖେଳାଯିବ। ପ୍ରଥମ ମୁକାବିଲାରେ ଭାରତଠାରୁ ପରାଜିତ ହୋଇଥିବା ଅଷ୍ଟ୍ରେଲିଆ ଏହି ମ୍ୟାଚ୍‌ରେ ବିଜେତା ହେବାକୁ ଚାହିଁବ। ଅପରପକ୍ଷେ ଦକ୍ଷିଣ ଆଫ୍ରିକା ଟିମ୍‌ ଶ୍ରୀଲଙ୍କା ବିପକ୍ଷରେ ବଡ଼ ବିଜୟ ହାସଲ କରିଥିବାରୁ ଏହି ମୁକାବିଲା ରୋମାଞ୍ଚକର ହେବ ବୋଲି ଆଶଙ୍କା କରାଯାଉଛି।

କେବେ ଖେଳାଯିବ:
୧୨ ଅକ୍ଟେବର, ଗୁରୁବାର

କେଉଁଠି ଖେଳାଯିବ?
ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ

କେତେଟାରେ ଆରମ୍ଭ ହେବ?
ଭାରତୀୟ ସମୟାନୁସାରେ ଅପରାହ୍ନ ୨ଟାରେ ଆରମ୍ଭ ହେବ। ଅଧଘଣ୍ଟା ପୂର୍ବରୁ ଟସ୍‌ ପଡ଼ିବ

କେଉଁଠି ଦେଖିବେ?
ସିଧା ପ୍ରସାରଣ ଷ୍ଟାର ସ୍ପୋଟ୍ସର ବିଭିନ୍ନ ଚ୍ୟାନେଲରେ ଦେଖିପାରିବେ

ଅନ୍‌ଲାଇନ୍‌ରେ ଲାଇଭ ଷ୍ଟ୍ରିମିଂ?
ଡିଜନୀ ପ୍ଲସ ହଟ୍‌ଷ୍ଟାର ଆପରେ ମାଗଣାରେ ଦେଖିପାରିବେ


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri