Posted inଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି ୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଛି। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଟସ୍‌ ଜିତି ଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri