Posted inଖେଳ

ଟସ ଜିତିଲା ଅଷ୍ଟ୍ରେଲିଆ: ବୋଲିଂ ନିଷ୍ପତ୍ତି…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି ନେଇଛି।

ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

ଟିମ ଇଣ୍ଡିଆ ପ୍ରଥମ ଦିନିକିଆ ପାଞ୍ଚ ୱିକେଟ ଜିତିଥିଲା। ଏଭଳି ପରିସ୍ଥିତିରେ ଆଜି ଜିତିବା ସହ ଟିମ ଇଣ୍ଡିଆ ସିରିଜରେ ଅପରାଜିତ ଅଗ୍ରଣୀ ହାସଲ କରିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇଛି। ଅଧିନାୟକ ରୋହିତ ଶର୍ମାଙ୍କ ପ୍ରତ୍ୟାବର୍ତ୍ତନ ଦ୍ୱାରା ଦଳର ମନୋଭାବ ମଜବୁତ ହୋଇଛି।

କଙ୍ଗାରୁ ଅଧିନାୟକ ଷ୍ଟିଭ ସ୍ମିଥ ପ୍ଲେ -୧୧ ରେ ଦୁଇଟି ପରିବର୍ତ୍ତନ କରିଛନ୍ତି। ଗ୍ଲେନ ମ୍ୟାକ୍ସୱେଲ ଏବଂ ଜୋସ ଇଂଲିଶଙ୍କୁ ସାମିଲ କରାଯାଇ ନାହିଁ। ଆଲେକ୍ସ କେରି ଏବଂ ନାଥାନ ଏଲିସ ସେମାନଙ୍କ ସ୍ଥାନରେ ପ୍ଲେ -୧୧ ରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ରୋହିତ ଶର୍ମା ମଧ୍ୟ ପ୍ଲେ -୧୧ରେ ଦୁଇଟି ପରିବର୍ତ୍ତନ କରିଛନ୍ତି। ଇଶାନ କିଶନ ଏବଂ ଶାର୍ଦ୍ଦୁଲ ଠାକୁରଙ୍କୁ ସାମିଲ କରାଯାଇ ନାହିଁ। ରୋହିତ ଏବଂ ଅକ୍ଷର ପଟେଲ ଦଳକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri