Posted inଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ଖେଳୁନାହାନ୍ତି ବୁମ୍‌ରା

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବ ମ୍ୟାଚ୍‌ରେ ଆହତ ହେବା ପରେ ଅଷ୍ଟ୍ରେଲିଆର ନିୟମିତ ଅଧିନାୟକ ପ୍ୟାଟ କମିନ୍ସ ପ୍ରତ୍ୟାବର୍ତ୍ତନ କରିଥିଲେ। ସେ ଏହି ମ୍ୟାଚରେ ବିଶ୍ରାମ ନେଉଛନ୍ତି। ଏହି ମ୍ୟାଚରେ ଭାରତର ବୁମରା ଖେଳୁ ନାହାଁନ୍ତି ଏବଂ ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ତାଙ୍କ ସ୍ଥାନରେ ସୁଯୋଗ ମିଳିଛି।
ଭାରତୀୟ ଦଳ ୬ ବର୍ଷ ପରେ ଏହି ଗ୍ରାଉଣ୍ଡରେ କଙ୍ଗାରୁ ଦଳ ବିପକ୍ଷରେ ଦିନିକିଆ ମ୍ୟାଚ ଖେଳିବ। ଗତ ଥର ୨୦୧୭ରେ ଭାରତ ପାଞ୍ଚ ଉଇକେଟରେ ଜିତିଥିଲା। ଏହି ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିବାକୁ ଟିମ ଇଣ୍ଡିଆ ନଜର ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri