Posted inଖେଳ

ଟସ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…

ଚେନ୍ନାଇ,୨୨।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚେନ୍ନାଇରେ ୩ ଟିକିଆ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଖେଳା ଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍‌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ନେଇଛନ୍ତି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ କର ବା ମର ସ୍ଥିତିରେ ସିରିଜ ଜିତିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଛି। ଟିମ ଇଣ୍ଡିଆ ପ୍ରଥମ ଦିନିକିଆ ପାଞ୍ଚ ୱିକେଟ ଜିତିଥିଲା।

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ପ୍ରଥମ ଦିନିକିଆ ୫ ୱିକେଟ ଜିତିବା ପରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦ୍ୱିତୀୟ ଦିନିକିଆ ୧୦ ୱିକେଟରେ ହାରିଥିଲା। ଏଭଳି ପରିସ୍ଥିତିରେ ତୃତୀୟ ତଥା ଶେଷ ମ୍ୟାଚ ଟିମ୍‌ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri