Posted inଖେଳ

ଅଷ୍ଟ୍ରେଲିଆ ମହିଳା ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌

କେପଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ମହିଳା ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୦ ରନରେ ପରାସ୍ତ କରି ଷଷ୍ଠ ଥର ଟାଇଟଲ ଜିତଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ମ୍ୟାଚରେ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ ୬ ଉଇକେଟ ହରାଇ ୧୫୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଦକ୍ଷିଣ ଆଫ୍ରିକା ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୩୭ ରନ ସ୍କୋର କରିପାରିଥିଲା।
ଅଷ୍ଟ୍ରେଲିୟ ଦଳ ପୂର୍ବରୁ ୨୦୧୦, ୨୦୧୨, ୨୦୧୪, ୨୦୧୮ ଏବଂ ୨୦୨୦ରେ ଚାମ୍ପିଅନ ହୋଇଥିଲା। ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଥର ପାଇଁ ମହିଳା ଟି-୨୦ ବିଶ୍ୱକପ୍‌ ଟାଇଟଲ ହ୍ୟାଟ୍ରିକ ସ୍କୋର କରିଛି। ଏହାପୂର୍ବରୁ ଦଳ ୨୦୧୦, ୨୦୧୨ ଏବଂ ୨୦୧୪ରେ ଲଗାତାର ତିନିଥର ଟାଇଟଲ ଜିତିଥିଲା। ଏକାସାଙ୍ଗରେ, ବର୍ତ୍ତମାନ ୨୦୧୮, ୨୦୨୦ ଏବଂ ୨୦୨୩ରେ ଟାଇଟଲ ଜିତିଛନ୍ତି। ପ୍ରଥମ ଥର ପାଇଁ ପୁରୁଷ କିମ୍ବା ମହିଳା କ୍ରିକେଟ ସମେତ ଆଇସିସି ଟୁର୍ନାମେଣ୍ଟରେ ଦ୍ୱିତୀୟ ଥର ପାଇଁ ଏକ ଦଳ ଟାଇଟଲ ହ୍ୟାଟ୍ରିକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri