Posted inଖେଳ

୩୩ ରନରେ ଜିତିଲା ଅଷ୍ଟ୍ରେଲିଆ, ବିଶ୍ୱକପରୁ ଇଂଲଣ୍ଡ ବାହାର…

ଅହମଦାବାଦ,୪।୧୧: ଗୁଜରାଟର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୬ତମ ମ୍ୟାଚ ଇଂଲଣ୍ଡ ଅଷ୍ଟ୍ରେଲିଆଠାରୁ ୩୩ ରନରେ ପରାଜିତ ହୋଇଛି। ଇଂଲଣ୍ଡ ଦଳ ୪୮.୧ ଓଭରରେ ୧୦ ଓ୍ବିକେଟ ହରାଇ ୨୫୩ ରନ ସଂଗ୍ରହ କରିଥିଲା। ଏହା ଦ୍ୱାରା ବିଶ୍ୱକପରୁ ଇଂଲଣ୍ଡ ବାହାର ହୋଇଛି।

ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପ୍ୟାଟ କୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା।

ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୯.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୮୬ ରନ ସଂଗ୍ରହ କରିଥିଲା। ଫଳରେ ଇଂଲଣ୍ଡ ପାଇଁ ୨୮୭ ରନର ବିଜୟ ଲକ୍ଷ୍ୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri