Posted inଖେଳ

ଅଷ୍ଟ୍ରେଲିଆର କ୍ଲିନ୍‌ ସୁଇପ୍‌

ଆଡିଲେଡ୍‌,୧୧।୧୨: ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିବାରାତ୍ର କ୍ରିକେଟ ଟେଷ୍ଟରେ ୪୧୯ ରନ୍‌ରେ ବିଜୟ ସହ ଅଷ୍ଟ୍ରେଲିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ୍‌ ସୁଇପ୍‌ କରିଛି।

୪୯୭ ରନ୍‌ର ବିଜୟ ଲକ୍ଷ୍ୟ ପଛା କରୁଥିବା ବେଳେ ଓ୍ବେଷ୍ଟଇଣ୍ଡିଜ ମାତ୍ର ୭୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଥିଲା। ଓ୍ବେଷ୍ଟଇଣ୍ଡିିଜ ଚତୁର୍ଥ ଦିବସ ଖେଳ ୩୮/୪ରୁ ଆରମ୍ଭ କରିଥିଲା। ସେତେବେଳେ ଡେଭନ ଥୋମାସ ଓ ଜାସନ ହୋଲ୍ଡର ପ୍ରତ୍ୟେକ ୮ ରନ୍‌ କରି ଖେଳୁଥିଲେ। ହାତରେ ୬ଉଇକେଟ ଥାଇ ବିଜୟ ପାଇଁ ଆହୁରି ୪୫୯ ରନ୍‌ ଆବଶ୍ୟକ କରୁଥିଲା। ମାତ୍ର ଓପନିଂ ସେସନରେ ଖେଳ ଶେଷ ହୋଇଯାଇଥିଲା। ଅଷ୍ଟ୍ରେଲିଆରେ ଓ୍ବେଷ୍ଟଇଣ୍ଡିଜର ଏହା ଥିଲା ସବୁଠାରୁ ଦୟନୀୟ ପରାଜୟ। ଟ୍ରାଭିସ୍‌ ହେଡ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ ହୋଇଥିବା ବେଳେ ମାର୍ନସ ଲାବୁସେନ୍‌ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ। ପେସ୍‌ ବୋଲର ମିଚେଲ ଷ୍ଟାର୍କ, ସ୍କଟ ବୋଲାଣ୍ଡ ଓ ମାଇକେଲ ନେସେର ୩ଟି ଲେଖାଏଁ ଉଇକେଟ ଅକ୍ତିଆର କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri