Posted inଖେଳ

ଦ୍ୱିତୀୟ ମ୍ୟାଚ ଜିତିଲା ଅଷ୍ଟ୍ରେଲିଆ, ୪୩ ରନରେ ହାରିଲା ଇଂଲଣ୍ଡ…

ଲଣ୍ଡନ,୨।୭ : ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଦଳ ୪୩ ରନରେ ମ୍ୟାଚ ଜିତିଛି। ଅଷ୍ଟ୍ରେଲିଆ ପ୍ରଥମ ମ୍ୟାଚ ୨ ୱିକେଟ ଜିତିଥିଲା। ଅଷ୍ଟ୍ରେଲିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଆଗୁଆ ରହିଛି।

ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା, ଏହା ସେମାନଙ୍କ ପାଇଁ ପ୍ରଭାବଶାଳୀ ପ୍ରମାଣିତ ହୋଇ ନ ଥିଲା। ବର୍ତ୍ତମାନ ଇଂଲଣ୍ଡ ପାଇଁ ଆଶେସ ସିରିଜ ଜିତିବା ଅତ୍ୟନ୍ତ କଷ୍ଟକର ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର…

ବର୍ଷା ବଞ୍ଚାଇଲା ଟିମ ଇଣ୍ଡିଆର ମାନ; ୧୩୫ ରନର ଲକ୍ଷ୍ୟ ପିଛା କରିବା ବେଳେ ବଢ଼ିଥିଲା ଚାପ, ଏମିତି ଜିତିଲେ ମେନ ଇନ୍‌ ବ୍ଲୁ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ବର୍ଷା ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟରୁ ରକ୍ଷା କରିଛି। ୧୩୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ…

ଇରାନର ପରମାଣୁ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସୂଚନା ଦେଲେ ୨୦ ନିୟୁତ ଡଲାର ପୁରସ୍କାର ଦେବେ ଟ୍ରମ୍ପ

ଓ୍ବାଶିଂଟନ,୭।୧୧: ଇରାନର ପରମାଣୁ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସୂଚନା ପାଇଁ ଯୁକ୍ତରାଷ୍ଟ୍ର ଆମେରିକା ୨୦ ନିୟୁତ ଡଲାର ପର୍ଯ୍ୟନ୍ତ ପୁରସ୍କାର ଏବଂ ଅନ୍ୟ ସ୍ଥାନକୁ ସ୍ଥାନାନ୍ତରିତ ହେବାରେ ସହାୟତା…

ଆରମ୍ଭ ହେଲା ନୂଆ ଯୋଜନା ମାଗଣାରେ ଛାତ୍ରୀଛାତ୍ରଙ୍କୁ ମିଳିବ ଲାପଟପ, କାହାକୁ ମିଳିବ ସୁବିଧା ଜାଣନ୍ତୁ

ଚେନ୍ନାଇ,୭।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ କଲେଜ ଛାତ୍ରୀଛାତ୍ରଙ୍କ ପାଇଁ ଏକ ମାଗଣା ଲାପଟପ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାର ନାମ…

କଟକ ସଦର ବିଡିଓଙ୍କ ବଦଳିକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ଚର୍ଚ୍ଚା

କଟକ ସଦର,୭ା୧୧(ସୁଶାନ୍ତ କୁମାର ଜେନା): ୨ ଦିନ ଧରି କଟକ ସଦର ଅଞ୍ଚଳର ସାମାଜିକ ଗଣମାଧ୍ୟମରେ ଏକ ଖବର ଭାଇରାଲ ହେବାରେ ଲାଗିଛି। ବଦଳି ସଂକ୍ରାନ୍ତୀୟ ଖବରରେ…

ପଡ଼ିଆରେ ରାହୁଲଙ୍କ ଜର୍ସି ଏମିତି ସଜାଡ଼ିଦେଲେ କୋହଲି! ଭାଇରାଲ ଭିଡିଓ ଦେଖି ମନେପଡ଼ିଯିବ ପିଲାଦିନ

ୱେଲିଂଟନ୍‌,୭।୧୧:ପଡ଼ିଆରେ ଖେଳ ସମୟରେ ଗମ୍ଭୀର ଦେଖାଯାଉଥିବା ବିରାଟ କୋହଲିଙ୍କ ମଜାଳିଆ ଅନ୍ଦାଜ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଇଥିବା ଦ୍ୱିତୀୟ…

ଉଜୁଡ଼ିଗଲା ଫସଲ, ଜିଲାପାଳଙ୍କ ସ୍ମାରକପତ୍ର ପ୍ରଦାନ କରି ଚାଷୀ…

ଦିଗପହଣ୍ଡି,୭ା୧୧(ଅଶେଷ ନାଥ ମିଶ୍ର): ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇବା ଦାବିରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?