Posted inଖେଳ

IND vs AUS Final: ଟସ୍ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଭାରତର ପ୍ଲେଇଂ ଇଲେଭେନ

ଅହମଦାବାଦ,୧୯ା୧୧: ଅଷ୍ଟ୍ରେଲିଆ ଟସ୍ ଜିତି ଭାରତ ବିପକ୍ଷ ଫାଇନାଲ ମ୍ୟାଚ୍ ପାଇଁ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳାଳିମାନେ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିବେ। ଖେଳ ଏକାଦଶରେ ଭାରତ କୌଣସି ପରିବର୍ତ୍ତନ କରିନାହିଁ।

ଭାରତୀୟ ଟିମ୍: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, ଜସପ୍ରୀତ ବୁମ୍ରା, କୁଲଦୀପ ଯାଦବ, ମହମ୍ମଦ ସିରାଜ।

ଅଷ୍ଟ୍ରେଲିଆ ଟିମ୍: ଡେଭିଡ ୱାର୍ଣ୍ଣର, ଟ୍ରାଭିସ୍ ହେଡ, ମିଚେଲ ମାର୍ଶ, ଷ୍ଟିଭ ସ୍ମିଥ, ମାର୍ନୁସ ଲାବୁସାଗନେ, ଗ୍ଲେନ ମ୍ୟାକ୍ସୱେଲ, ଜୋଶ ଇଂଲିସ (ୱିକେଟ୍ କିପର), ପ୍ୟାଟ କମିନ୍ସ (ଅଧିନାୟକ), ମିଚେଲ ଷ୍ଟାର୍କ, ଆଡାମ ଜାମ୍ପା, ଜୋଶ ହାଜଲେଉଡ।


Enter your email to get our daily news in your inbox.

All Right Reserved By Dharitri.Com

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri