Categories: ଖେଳ

IND vs AUS Final: ଟସ୍ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଭାରତର ପ୍ଲେଇଂ ଇଲେଭେନ

ଅହମଦାବାଦ,୧୯ା୧୧: ଅଷ୍ଟ୍ରେଲିଆ ଟସ୍ ଜିତି ଭାରତ ବିପକ୍ଷ ଫାଇନାଲ ମ୍ୟାଚ୍ ପାଇଁ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳାଳିମାନେ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିବେ। ଖେଳ ଏକାଦଶରେ ଭାରତ କୌଣସି ପରିବର୍ତ୍ତନ କରିନାହିଁ।

ଭାରତୀୟ ଟିମ୍: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, ଜସପ୍ରୀତ ବୁମ୍ରା, କୁଲଦୀପ ଯାଦବ, ମହମ୍ମଦ ସିରାଜ।

ଅଷ୍ଟ୍ରେଲିଆ ଟିମ୍: ଡେଭିଡ ୱାର୍ଣ୍ଣର, ଟ୍ରାଭିସ୍ ହେଡ, ମିଚେଲ ମାର୍ଶ, ଷ୍ଟିଭ ସ୍ମିଥ, ମାର୍ନୁସ ଲାବୁସାଗନେ, ଗ୍ଲେନ ମ୍ୟାକ୍ସୱେଲ, ଜୋଶ ଇଂଲିସ (ୱିକେଟ୍ କିପର), ପ୍ୟାଟ କମିନ୍ସ (ଅଧିନାୟକ), ମିଚେଲ ଷ୍ଟାର୍କ, ଆଡାମ ଜାମ୍ପା, ଜୋଶ ହାଜଲେଉଡ।

Share