Posted inଖେଳ

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ ଘୋଷଣା କରାଯାଇଛି । ୩୦ ବର୍ଷୀୟ ସମର୍ସ ପ୍ରାରମ୍ଭରେ କୋର୍ଟରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିଥିଲେ। କିନ୍ତୁ ଜୁନ୍ ମାସରେ ସେ ତାସମାନିଆ ସୁପ୍ରିମକୋର୍ଟରେ ଜଣେ ନାବାଳିକା ସହ ଦୁଇଥର ଯୌନ ଶୋଷଣ କରିଥିବା ନେଇ ନିଜର ଅପରାଧ ସ୍ୱୀକାର କରିଥିଲେ । ବୁଧବାର ଦିନ କୋର୍ଟ ଆରନ୍ ସମର୍ସଙ୍କୁ ଅଢ଼େଇ ବର୍ଷର ଜେଲ୍ ଦଣ୍ଡ ଶୁଣାଇଛନ୍ତି ।

ଏହି କ୍ରିକେଟର ଜଣକ ଏପ୍ରିଲ୍ ୨୦୨୮ରେ ଜେଲରୁ ମୁକ୍ତ ହେବେ । ଜଷ୍ଟିସ୍ ହେଲେନ୍ ବୁଡ୍ କୋର୍ଟକୁ ଜଣାଇଛନ୍ତି ଯେ, ସମର୍ସ ପୀଡ଼ିତା ଯୁବତୀଙ୍କୁ ୨୦୧୭ ମସିହାରେ ହୋବାର୍ଟ ହରିକେନ୍ସର ଏକ କ୍ରିକେଟ୍ ମ୍ୟାଚ୍ ସମୟରେ ଭେଟିଥିଲେ । ସୋସିଆଲ ମିଡିଆ ମାଧ୍ୟମରେ ବଢ଼ିଥିଲା ​​ସମ୍ପର୍କ୨୦୧୭ ମସିହାରେ କିଛି ଦିନ ପରେ ସେହି ୧୫ ବର୍ଷର ନାବାଳିକା ଜଣକ ଆଉ ଏକ ମ୍ୟାଚ୍ ଦେଖିବାକୁ ଯାଇଥିଲେ । ଯେଉଁଠି ସମର୍ସଙ୍କ ସହ ତାଙ୍କର କଥାବାର୍ତ୍ତା ଆରମ୍ଭ ହୋଇଥିଲା।

ସେହି ସମୟରେ କ୍ରିକେଟରଙ୍କ ବୟସ ୨୧ ବର୍ଷ ଥିଲା। ସୋସିଆଲ ମିଡିଆ ଆପ୍ ଜରିଆରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା ଏବଂ ପରେ କ୍ରିକେଟର ଜଣକ ଏକ ଯୋଜନା କରି ତାଙ୍କୁ ବାହାରକୁ ଡାକିଥିଲେ। କୋର୍ଟରେ କୁହାଯାଇଛି ଯେ, ସମର୍ସ ତାଙ୍କୁ ଏକ ସ୍କୁଲକୁ ନେଇଯାଇଥିଲେ, ଯେଉଁଠାରେ ସେ ଦୁଇଥର ତାଙ୍କର ଯୌନ ଶୋଷଣ କରିଥିଲେ । ଜଷ୍ଟିସ୍ ବୁଡ୍ କୋର୍ଟକୁ କହିଛନ୍ତି ଯେ, କ୍ରିକେଟର ଜଣକ ଜାଣିଥିଲେ ଯେ ଝିଅଟିର ବୟସ ୧୭ ବର୍ଷରୁ କମ୍ ଏବଂ ସେ ସେତେବେଳେ ସ୍କୁଲରେ ପଢୁଛନ୍ତି, କିନ୍ତୁ ସେ କେବେବି ତାଙ୍କ ବୟସ ପଚାରି ନଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?